୫୬ ବର୍ଷରେ ଗୋବିନ୍ଦା: ମାଙ୍କ ଜିଦ୍‌ ଯୋଗୁ ନୀଲମ୍‌ଙ୍କୁ ଛାଡ଼ି ସୁନୀତାଙ୍କୁ କରିଥିଲେ ବିବାହ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଗୋବିନ୍ଦା ଶନିବାର ୫୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୬୩ ଡିସେମ୍ବର ୨୧ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଗୋବିନ୍ଦା ଅରୁଣ ଆହୁଜା। ଲଭ୍‌-୮୬ ଫିଲ୍ମରେ ୧୯୮୬ରେ ସେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏହି ଫିଲ୍ମରେ ଅଭିନୟ ସମୟରେ ଗୋବିନ୍ଦା ଏବଂ ନୀଲମ୍‌ଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ିଉଠିଥିଲା। ଦୁହେଁ ବିବାହ କରିବାକୁ ଯୋଜନା କରିଥିଲେ। ତେବେ ଗୋବିନ୍ଦାଙ୍କ ମା ଏଥିରେ ରାଜି ହୋଇ ନ ଥିଲେ। ମାଙ୍କ ଜିଦ୍‌ ଯୋଗୁ ବାଧ୍ୟ ହୋଇ ଗୋବିନ୍ଦା ୧୯୮୭ ମାର୍ଚ୍ଚରେ ସୁନୀତାଙ୍କୁ ବିବାହ କରିଥିଲେ। ୧୯୯୦ରେ ଏକ ପତ୍ରିକାକୁ ଦେଇଥିବା ସାକ୍ଷାତ୍‌କାରରେ ସେ ଏହା ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

CM ବିଜୟଙ୍କ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଉପହାର! ଥ୍ରୀଏଟରରେ ବଦଳିବ ୭୦ ବର୍ଷର ନିୟମ, ଏବେ ହେବ ଜୋରଦାର ରୋଜଗାର

ଚେନ୍ନାଇ,୨୭।୫: ତାମିଲନାଡୁର ନବନିର୍ୱାଚିତ ମୁଖ୍ୟମନ୍ତ୍ରୀ ତଥା ସୁପରଷ୍ଟାର୍‌ ଥାଲାପତି ବିଜୟ (Thalapathy Vijay) ଏବେ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରି…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ…

୧୦ ବର୍ଷର ଝିଅକୁ ବଳାତ୍କାର ପରେ ହତ୍ୟା ଘଟଣାର ପ୍ରେସମିଟ୍‌ କରୁଥିବାବେଳେ ହସି ହସି ଗଡ଼ିଲେ ୩ IPS: ଭିଡିଓ ଭାଇରାଲ ପରେ…

କୋଏମ୍ବାଟୁର,୨୭।୫: ତାମିଲନାଡୁର କୋଏମ୍ବାଟୁରରେ ଜଣେ ୧୦ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ନୃଶଂସ ହତ୍ୟାକାଣ୍ଡ ସମଗ୍ର ରାଜ୍ୟକୁ ଦୋହଲାଇ ଦେଇଛି। ବିଜୟ ସରକାର…

ଆମ୍ବ ଗୋଟାଇବାକୁ ଯାଇଥିଲେ ଗୁରୁବାରୀ: ଆକ୍ରମଣ କଲା ହାତୀ: ଆଉ ତା’ପରେ…

ତିଗିରିଆ,୨୭।୫(ଜାଫର ଖାଁ): କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଭୋଗଡା ପଞ୍ଚାୟତ ବଡଭେଜିଆ ଆମ୍ବ ତୋଟାରୁ ବୁଧବାର ସକାଳେ ଆମ୍ବ ଗୋଟାଇବା ପାଇଁ ଯାଇଥିବା ଗୋକର୍ଣ୍ଣଖାଲ ଗ୍ରାମର…

ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି:ଏହି ଦିନ ହେବ ଭୋଟିଂ

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି ଛାଡ଼ି ଭାଜପାରେ ଦେଇଥିବା ଦେବାଶିଷ ସାମନ୍ତରାୟ ଇସ୍ତଫା ଦେବା ପରେ…

ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ: ବାଛିବେ ୬ ସଦସ୍ୟ, ଜଣେ ସାମ୍ବାଦିକ ସାମିଲ

ଭୁବନେଶ୍ୱର,୨୭ା୫(ରବିନାରାୟଣ ଜେନା) ରାଜ୍ୟରେ କେଉଁ ବିଧାୟକଙ୍କ ପ୍ରଦର୍ଶନ ସର୍ବୋତ୍ତମ ତାହାକୁ ଓଡ଼ିଶା ବିଧାନସଭା ଖୁବ୍‌ଶୀଘ୍ର ଲୋକଲୋଚନକୁ ଆଣିବ। ଦୀର୍ଘ ୧୦ ବର୍ଷ ଧରି ବନ୍ଦ ରହିଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri