୫୯ନଂ କରୋନା ଆକ୍ରାନ୍ତ ବମିଖାଲର ୭୫ବର୍ଷୀୟ ବୃଦ୍ଧ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜଧାନୀରେ  ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବମିଖାଲର ୩ଜଣ ହୋଇଥିବା ବେଳେ ଜଣେ ଝାରପଡ଼ା ଅଞ୍ଚଳର । ତେବେ ବମିଖାଲର ବେବିଲୋନ୍‌ ଆପାର୍ଟମେଣ୍ଟରୁ ହିଁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୭ନଂ ଆକ୍ରାନ୍ତ ଜଣେ ପୁରୁଷ ଏବଂ ୫୮ନଂ ଜଣେ ମହିଳା ଉକ୍ତ ଆପାର୍ଟମେଣ୍ଟରେ ରହୁଥିଲେ। ସେହିଭଳି ୫୯ନଂ ଆକ୍ରାନ୍ତଜଣଙ୍କ ୭୫ବର୍ଷୀୟ ବୃଦ୍ଧ। ସେ ମଧ୍ୟ ଚିହ୍ନଟ ଆକ୍ରାନ୍ତଙ୍କ ପଡ଼ୋଶୀ। ଲକ୍‌ଡାଉନ୍‌ ସମୟରୁ ସେ ଘରେ ରହୁଥିଲେ। ତାଙ୍କ ନିକଟରେ କୌଣସି ଲକ୍ଷଣ ନ ଥିଲେ ହେଁ ଆବଦ୍ଧାଞ୍ଚଳର ହୋଇଥିବା ହେତୁ ତାଙ୍କର ମଧ୍ୟ ନମୂନା ପରୀକ୍ଷଣ ପାଇଁ ପଠାଯାଇଥିଲା। ଏପ୍ରିଲ ୧୪ରେ ଏହା ପଜିଟିଭ୍‌ ଆସିଛି। ଏହା ଜଣାପଡ଼ିବା ପରେ ତାଙ୍କୁ କିମ୍ସ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri