୬ ଦଫା ଦାବି ନେଇ କେନ୍ଦୁପତ୍ର ଶ୍ରମିକଙ୍କ ରାସ୍ତାରୋକୋ

ଜମନକିରା,୧୧।୩(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ଅଞ୍ଚଳରେ କାର୍ଯ୍ୟରତ କେନ୍ଦୁପତ୍ର ଶ୍ରମିକ, ତୋଳାଳି କର୍ମଚାରୀ, ବନ୍ଧେଇ ଶ୍ରମିକମାନେ ବୁଧବାର ଜମନକିରା ବ୍ଲକ୍‌ ମୁଖ୍ୟଛକ ରାଜରାସ୍ତା ୫୩କୁ ଅବରୋଧ କରିଛନ୍ତି। କର୍ମଚାରୀମାନଙ୍କ ଦରମା ବୃଦ୍ଧି, ସାମାଜିକ ସୁରକ୍ଷା, କେନ୍ଦୁପତ୍ର ବିକ୍ରି ନୀତିରେ ସଂଶୋଧନ, କେନ୍ଦୁପତ୍ରରୁ ଜିଏସ୍‌ଟି ପ୍ରତ୍ୟାହାର ଆଦି ଦାବିନେଇ ପୂର୍ବ ନିଷ୍ପତ୍ତିକ୍ରମେ ଏହି ଅବରୋଧ ହୋଇଛି। ପୂର୍ବାହ୍ନ ସାଢ଼େ ୧୦ଟାରୁ ଅପରାହ୍ନ ସାଢ଼େ ୧ଟା ପର୍ଯ୍ୟନ୍ତ ଅବରୋଧ କରାଯାଇଥିଲା। ଫଳରେ ଉଭୟ ପାର୍ଶ୍ୱରେ ଯାନବାହନ ଅଟକି ରହିଥିଲା। ତେବେ ଦୋକାନ ବଜାର, ସରକାରୀ ବେସରକାରୀ କାର୍ଯ୍ୟାଳୟ ଗୁଡ଼ିକ ସ୍ବାଭାବିକ ରହିଥିଲା।
କେନ୍ଦୁପତ୍ର ତୋଳାଳି କର୍ମଚାରୀ ଓ ବନ୍ଧେଇ ଶ୍ରମିକ ପ୍ରତି ସରକାରଙ୍କ ଅନ୍ୟାୟ ବିରୋଧରେ ମାର୍ଚ୍ଚ ୨ ଓ ୩ ତାରିଖ ଦୁଇଦିନ ଧରି ରେଞ୍ଜ କାର୍ଯ୍ୟାଳୟ ଗୁଡ଼ିକରେ ଗଣଧାରଣା ଦେଇଥିଲେ। ପରେ ମଧ୍ୟ ସରକାର ସମସ୍ୟା ସମାଧାନ ନ କରିବାରୁ ବୁଧବାର ରାଜରାସ୍ତାକୁ ଅବରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିରିକୁଟି ସରକାରୀ ଉଚ୍ଚ ବିଦ୍ୟାଳୟରେ ‘ନିଶା ମୁକ୍ତ ଓଡ଼ିଶା’ ଅଭିଯାନ: ଗଞ୍ଜେଇ ଚାଷ-ନିଶାରୁ ଦୂରେଇ ରହିବାକୁ…

ଦାରିଙ୍ଗବାଡ଼ି,୨୫।୮ (ଅରୁଣ ସାହୁ): କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡ଼ା ଏସଡିପିଓ ଶୁଭମ ଭୋସଲେଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଦାରିଙ୍ଗବାଡ଼ି ଥାନା କିରିକୁଟି ସରକାରୀ ଉନ୍ନୀତ ଉଚ୍ଚ…

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri