୬ ପୋଲିସ କରୋନା ପଜିଟିଭ: ବନ୍ଦ ହେଲା ୨ ପୋଲିସ ଷ୍ଟେଶନ

କୋଏମ୍ବାଟୁର,୨୬।୪: ତାମୁଲନାଡୁର କୋଏମ୍ବାଟୁରରେ ୬ଜଣ ପୋଲିସଙ୍କ ନିକଟରେ କରୋନା ପଜିଟିଭ ମିଳିବାରୁ ଏବେ ସେଠାକାର ୨ ପୋଲିସ ଷ୍ଟେଶନକୁ ବନ୍ଦ କରି ଦିଆଯାଇଥିବା ସୂଚନା ମିଳିଛି। ପୋଦାନୁର ଓ କୁନିଆମୁଥୁରରେ ଥିବା ଏହି ପୋଲିସ ଷ୍ଟେଶନକୁ ସାମୟିକ ଭାବେ ବନ୍ଦ କରି ଦିଆଯାଇଛି। ଯେଉଁମାନେ କରୋନାରେ ଆକ୍ରାନ୍ତ ହୋଇଛନ୍ତି ସେମାନଙ୍କର ଚିକିତ୍ସା ଇଏସ୍‌ଆଇ ହସ୍ପିଟାଲରେ କରାଯାଉଛି। ଏହି ପୋଲିସ ଷ୍ଟେଶନର ସମସ୍ତ କର୍ମଚାରୀଙ୍କୁ ଏକ ଘରୋଇ ବିବାହ ମଣ୍ଡପକୁ ସ୍ଥାନାନ୍ତର କରାଯାଇଛି। ପୋଲିସ କମିଶନର ସୁମିତ ସରନ କହିଛନ୍ତି ଅନ୍ୟ ୧୦୫ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଛି। ସୂଚନାଯୋଗ୍ୟ, ଲକ୍‌ଡାଉନ ସମୟରେ କରୋନା ଯୋଦ୍ଧା ସାଜିଥିବା ପୋଲିସ କରୋନାରେ ସଂକ୍ରମିତ ହେବା ଖବର ଆହୁରି ଅଡୁଆରେ ପକାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଭିଡିଆ ଆଣିଲା ଶକ୍ତିଶାଳୀ ଚିପ୍‌: ପିସି, ଲାପ୍‌ଟପ୍‌ କ୍ଷେତ୍ରରେ ଆସିବ ଏଆଇ କ୍ରାନ୍ତି

ତାଇପେଇ,୨ା୬(ରଏଟର୍ସ):ବିଶ୍ୱର ପ୍ରମୁଖ ଚିପ୍‌ ନିର୍ମାଣକାରୀ ସଂସ୍ଥା ‘ଏନ୍‌ଭିଡିଆ’ ବ୍ୟକ୍ତିଗତ କମ୍ପ୍ୟୁଟର (ପିସି) ଏବଂ ଲାପ୍‌ଟପ୍‌ ଜଗତରେ ବଡ଼ ବିପ୍ଳବ ଆଣିବାକୁ ଯାଉଛି। କମ୍ପାନୀ ପକ୍ଷରୁ ସୋମବାର ଏକ…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତି ନିଯୁକ୍ତ: ମୋଟ ବିଚାରପତି ସଂଖ୍ୟା ହେଲା..

ନୂଆଦିଲ୍ଲୀ,୧ା୬:ସୁପ୍ରିମକୋର୍ଟରେ ସୋମବାର ୫ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିବା ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚତ୍ବାକୁ ଯାଉଛି, ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri