୬ ବର୍ଷର ଝିଅ ନିଜ ରୋଜଗାରରେ ପରିବାରକୁ ଦେଲେ ୫ ମହଲା ବିଶିଷ୍ଟ ବିଳାସମୟ ଘର

ସିଓଲ,୨୭।୭: ଦକ୍ଷିଣ କୋରିଆରେ ୬ ବର୍ଷର ଜଣେ ବାଳିକା ୟୁଟ୍ୟୁବରେ ରୋଜଗାର କରିଛନ୍ତି ୫୫ କୋଟି ଟଙ୍କା। ଏହି ରୋଜଗାରରେ ସେ ସିଓଲଠାରେ ଏକ ୫ ମହଲା ବିଶିଷ୍ଟ ବିଳାସମୟ ଘର କିଣିଛନ୍ତି। ଏହି ଘରଟି ୨୫୮ ବର୍ଗମିଟରେ ତିଆରି କରାଯାଇଛି। ବୋରମ ନାମକ ବାଳିକାଙ୍କର ରହିଛି ଏକ ଟୟ ରିଭ୍ୟୁ ଚ୍ୟାନେଲ। ଏହାର ସବ୍‌ସ୍କ୍ରାଇବର ସଂଖ୍ୟା ୧.୩ କୋଟି। ସେହିପରି ଅନ୍ୟଏକ ୟୁଟ୍ୟୁବ ଚ୍ୟାନେଲ ହେଉଛି ଭିଡିଓ ବ୍ଲଗର। ଏହାର ସବ୍‌ସ୍କ୍ରାଇବର ସଂଖ୍ୟା ୧.୭୬ କୋଟି। ଏଥିରେ ସେ ନିଜ ପରିବାରର ଦୈନନ୍ଦିନ ଜୀବନର ଭିଡିଓ ତିଆରି କରି ପକାଇଥାଆନ୍ତି। ତେବେ ବୋରମଙ୍କର ୟୁଟ୍ୟୁବ ଚ୍ୟାନେଲ ଦକ୍ଷିଣ କୋରିଆର ସର୍ବାଧିକ ସବ୍‌ସ୍କ୍ରାଇବର ଥିବା ଚ୍ୟାନେଲ ବୋଲି କୁହାଯାଏ। ଏସବୁକୁ ତାଙ୍କ ପରିବାର ଲୋକେ ମିଶି ଚଳାଇଥାଆନ୍ତି ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

ବ୍ଲଡ୍‌ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ

ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର…

ଲେବାନନରେ ଇସ୍ରାଏଲର ଆକ୍ରମଣ ପରେ ରାଗିଗଲା ଇରାନ; ବନ୍ଦ କରିଦେଲା ହର୍ମୁଜ, ପୁଣି ହେବ ଯୁଦ୍ଧ!

ତେହରାନ,୨୦।୬: ବିଶ୍ୱ ଅର୍ଥନୀତି ପାଇଁ ଶାନ୍ତି ଚୁକ୍ତିନାମା ଏବଂ ମଧ୍ୟପ୍ରାଚ୍ୟରେ ସ୍ୱାଭାବିକତା ଫେରିବାର ଆଶା ପୁଣି ଥରେ ମଳିନ ହେଉଥିବା ପରି ମନେ ହେଉଛି। ଲେବାନନରେ ଇସ୍ରାଏଲ ଦ୍ୱାରା…

ଭାଲୁକୁ ପିଟି ପିଟି ହତ୍ୟା, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୦ା୬(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମାଥିଲି ବନାଞ୍ଚଳ ଅଧୀନ ଢାଇଗୁଡା ଗ୍ରାମ ନିକଟରେ ଭାଲୁକୁ ଆକ୍ରମଣ କରିଥିବା ୫ ଅଭିଯୁକ୍ତଙ୍କୁ ବନ ବିଭାଗ ପକ୍ଷରୁ ଗିରଫ କରାଯାଇଛି।…

ମାନସିକ ସୁସ୍ଥତା ପାଇଁ ଯୋଗ ଓ ପ୍ରାଣାୟାମ

ଦିଗପହଣ୍ଡି,୨୦|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ  ଜାତୀୟ ସେବା ଯୋଜନା ୟୁନିଟ, ରେଡକ୍ରସ୍ ଏବଂ…

ବିକାଶଧାରା ଓଡ଼ିଶା ସାରା ମହାସମାବେଶ: ସରକାରଙ୍କ ୨ ବର୍ଷର ଶାସନ ପୂର୍ତ୍ତି ଅବସରରେ ଜନସମ୍ପର୍କ କାର୍ଯ୍ୟକ୍ରମ

ଦାରିଙ୍ଗବାଡ଼ି, ୨୦।୬ (ଅରୁଣ ସାହୁ): ଓଡ଼ିଶାରେ ଭାଜପା ସରକାରଙ୍କ ଦୁଇ ବର୍ଷର ଶାସନ ପୂର୍ତ୍ତି ଅବସରରେ ବ୍ୟାପକ ଜନସମ୍ପର୍କ ଓ ସଚେତନତା କାର୍ଯ୍ୟକ୍ରମ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି…

ଠିକା କାମକୁ କେନ୍ଦ୍ର କରି ମାଡ଼ପିଟ, ଭାଜପା କର୍ମୀ ଗଲେ ଜେଲ

ରିଷିଡା, ୨୦।୬ (ସୁଶାନ୍ତ ମଲ୍ଲିକ): ଏକ ଠିକା କାମକୁ କେନ୍ଦ୍ର କରି ହୋଇଥିବା ଗଣ୍ଡଗୋଳ ଓ ମାଡ଼ପିଟ ଘଟଣାରେ ଜଣେ ଭାଜପା କର୍ମୀ ଜେଲ ଯିବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri