ଶିଶୁପୁତ୍ର ସହ ଅପ୍ରାକୃତିକ ଯୌନ ସମ୍ପର୍କ : ଜେଲ୍‌ ଗଲେ ଯୁବକ

ମାର୍ଶାଘାଇ,୧୩।୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅଞ୍ଚଳର ଜଣେ ୬ ବର୍ଷର ଶିଶୁପୁତ୍ରଙ୍କ ସହ ଗାଁରେ ବୁଲି କପଡ଼ା ବିକ୍ରି କରୁଥିବା ଜଣେ ଯୁବକ ଅପ୍ରାକୃତିକ ଯୌନ ସମ୍ପର୍କ ରଖି କୋର୍ଟ ଚାଲାଣ ହୋଇଛନ୍ତି। ସଂପୃକ୍ତ ଯୁବକ ଜଣକ ଉତ୍ତରପ୍ରଦେଶର ମୁଜାଫର୍‌ନଗର ଜିଲା ହୁସେନ୍‌ପୁରକାଲା ଗାଁର ସୌକେନ୍‌(୨୨)। ସେ ତାଙ୍କର ଜଣେ ସାନଭାଇଙ୍କ ସହ ମାର୍ଶାଘାଇ ଥାନା ଅଞ୍ଚଳର ବିଭିନ୍ନ ଗାଁ ବୁଲି କପଡ଼ା ବ୍ୟବସାୟ କରିଥାନ୍ତି। ଶନିବାର ଶିଶୁପୁତ୍ରଙ୍କୁ ଏକୁଟିଆ ଦେଖି ଏକ ଅର୍ଦ୍ଧନିର୍ମିତ ଘରକୁ ନେଇ ତାଙ୍କ ସହ ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ। ଶିଶୁ ଜଣଙ୍କ ଘଟଣା ସମ୍ପର୍କରେ ଘରେ କହିବା ପରେ ଉକ୍ତ ଯୁବକଙ୍କୁ ଗ୍ରାମବାସୀ ଅଟକାଇ ପୋଲିସ ଜିମା ଦେଇଥିଲେ। ଏନେଇ ଶିଶୁପୁତ୍ରଙ୍କ ଜେଜେ ମାର୍ଶାଘାଇ ଥାନାରେ ଅଭିଯୋଗ କରିଛନ୍ତି। କେନ୍ଦ୍ରାପଡ଼ା ଏସ୍‌ଡିପିଓ ରାଜୀବଲୋଚନ ପଣ୍ଡା ଏନେଇ ଘଟଣାର ତଦନ୍ତ କରିବା ସହ ମାର୍ଶାଘାଇ ଥାନାରେ ଏକ ମାମଲା ରୁଜୁ କରି ସଂପୃକ୍ତ ଯୁବକଙ୍କୁ ରବିବାର କୋର୍ଟ ଚାଲାଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକବଳ, ଧନବଳ ମଧ୍ୟରେ ଲଢ଼େଇ: ଧର୍ମେନ୍ଦ୍ର

ଢେଙ୍କାନାଳ,୪ା୫(ରତନ ନାୟାର): ଓଡ଼ିଶା ସରକାରଙ୍କ ବିରୋଧରେ ପ୍ରବଳ ଜନମତ ଦେଖାଦେଲାଣି। ଦୁର୍ନୀତିଗ୍ରସ୍ତଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଚଳିତ ନିର୍ବାଚନରେ ଧନବଳ ଓ ଲୋକବଳ ମଧ୍ୟରେ ଲଢ଼େଇ...

ଧର୍ମଶାଳା, ବରୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ନଜର

ରସୁଲପୁର,୪ା୫(ରଂଜିତ ରାଉତ):  ଯାଜପୁର ସଂସଦୀୟ କ୍ଷେତ୍ର(ସଂ) ଅଧୀନ ବରୀ ଓ ଧର୍ମଶାଳା ବିଧାନସଭା ନିବର୍ର୍ାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ସମସ୍ତଙ୍କ ନଜର ରହିଥିବା ଚର୍ଚ୍ଚା ହେଉଛିି।...

ନୀଳଗିରିରେ ସୁକାନ୍ତ-ସନ୍ତୋଷ ଲଢ଼େଇ

ନୀଳଗିରି, ୪।୫(ପ୍ରଶାନ୍ତ ବିଶ୍ୱାଳ): ଭାଜପାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନୀଳଗିରିରୁ ଭାଜପାର ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ ଖଟୁଆ। ନୀଳଗିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ...

ବିକାଶ ବିରୋଧୀଙ୍କୁ ଓଡ଼ିଶାବାସୀ ଜବାବ ଦେବେ: ପାଣ୍ଡିଆନ

ଭଞ୍ଜନଗର/ବୁଗୁଡ଼ା/ପାଟପୁର, ୪।୫(ବାବୁଲା ପ୍ରଧାନ/କାଳିଚରଣ ଦାସ/ସୀମାଞ୍ଚଳ ସାହୁ): ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର ଗଞ୍ଜାମ ଜିଲାକୁ ତୋଫାନୀ ଗସ୍ତରେ ଆସି ଭଞ୍ଜନଗର, ବୁଗୁଡ଼ା, ସାନଖେମୁଣ୍ଡି...

ଅସହ୍ୟ ନିର୍ଯାତନା: ହାଇଦ୍ରାବାଦରୁ ଲୁଚିଆସିଲେ ୪ ଶ୍ରମିକ

ଭବାନୀପାଟଣା/ଜୁନାଗଡ଼,୪ା୫ (ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଥମୁନି ଦାଦନ ଦୁଃଖ। ହାଇଦ୍ରାବାଦ କାମ କରିବାକୁ ଯାଇ ଜୁନାଗଡ ସହରର ୪ଜଣ ଶ୍ରମିକ...

କାର୍‌ରୁ ୨୬ ଲକ୍ଷ ଜବତ

ବଡ଼ବିଲ/ନୂଆପଡ଼ା,୪ା୫ (ଦେବପ୍ରିୟ ରଣା/ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ଯାଞ୍ଚ ପ୍ରକ୍ରିୟା ଜାରି ରହିଛି। ଏହିକ୍ରମରେ ଶୁକ୍ରବାର...

କଂଗ୍ରେସ ଜିତିଲେ ସମ୍ବିଧାନ ସୁରକ୍ଷିତ ରହିବ: ରାହୁଲ

ରାୟଗଡ଼ା,୪।୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ କଂଗ୍ରେସ ସମାବେଶକୁ ଶୁକ୍ରବାର ଭର୍ଚୁଆଲ ମୋଡ୍‌ରେ ସମ୍ବୋଧନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏହି ଜନସଭାରେ ସେ କଂଗ୍ରେସର...

ଖଣ୍ଡପଡ଼ା: ସ୍ବାଧୀନ ଭାବେ ପ୍ରାର୍ଥତ୍ପତ୍ର ଦାଖଲକଲେ ଅନୁଭବ

ନୟାଗଡ଼,୪।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ୪ଟି ନିର୍ବାଚନମଣ୍ଡଳୀ ମଧ୍ୟରେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଚର୍ଚ୍ଚାରେ ରହିଛି। ଏଠାରେ ରାଜନୈତିକ ଦୃଶ୍ୟପଟ ବଦଳିବାରେ ଲାଗିଥିବାରୁ ସମସ୍ତଙ୍କ ନଜର ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri