Posted inଖେଳ

୬ ବର୍ଷରେ ଟେଲରଙ୍କ ପ୍ରଥମ ଟି୨୦ ଅର୍ଦ୍ଧଶତକ

ଅକ୍‌ଲାଣ୍ଡ,୨୪।୧- ଭାରତ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡର ବରିଷ୍ଠ ବ୍ୟାଟ୍ସମ୍ୟାନ ରସ ଟେଲର ୨୭ ବଲରେ ବିସ୍ଫୋରକ ୫୪ ରନ୍‌ର ଇନିଂସ ଖେଳିଥିଲେ। ତାଙ୍କ ଅର୍ଦ୍ଧଶତକୀୟ ଇନିଂସରେ ସାମିଲ ଥିଲା ୩ ଲେଖାଏ ଚୌକା ଓ ଛକା। ଗତ ୬ ବର୍ଷ ମଧ୍ୟରେ ଏହା ଟେଲରଙ୍କ ପ୍ରଥମ ଟି୨୦ ଅର୍ଦ୍ଧଶତକ। ଅନ୍ତିମ ଥର ୨୦୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ସେ ୩୭ ବଲରେ ୬୨ ରନ୍‌ କରିଥିଲେ। ତେବେ କ୍ୟାରିୟରରେ ମୋଟ ଟି୨୦ କ୍ୟାରିୟରରେ ୫ ଥର ଅର୍ଦ୍ଧଶତକ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

୨୫ ଦିନ ପୂର୍ବରୁ ସରିଯାଉଛି କି LPG ସିଲିଣ୍ଡର? ବ୍ୟସ୍ତ ନ ହୋଇ ଆପଣାନ୍ତୁ ଏହି ୩ ଉପାୟ, ବୁକିଂ ନିୟମ…

ନୂଆଦିଲ୍ଲୀ,୨୯।୫: ଘରୋଇ ଏଲ୍‌ପିଜି (LPG) ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ପାଇଁ ଏକ ଜରୁରୀ ଖବର। ସାଧାରଣତଃ ଏକ ୧୪.୨ କିଲୋଗ୍ରାମର ଗ୍ୟାସ ସିଲିଣ୍ଡର ଏକ ମଧ୍ୟବିତ୍ତ ପରିବାରରେ…

ପ୍ରଶାସନ ଫେଲ୍, ସାହାରା ସାଜିଲା କମ୍ପାନୀ: ଥୁଆମୂଳ ରାମପୁରରେ ତାତି ବଢ଼ୁଛି, ଜଳଛତ୍ର ନାହିଁ

ଥୁଆମୂଳରାମପୁର,୨୯।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକରେ ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ଅସହ୍ୟ ହେବାରେ ଲାଗିଛି। ତାପମାତ୍ରା ୩୮ ଡିଗ୍ରୀ ସେଲସିଅସରୁ ବୃଦ୍ଧି ପାଇ ୪୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri