୬ଷ୍ଠ ଦିବସରେ ମା’ ଭଦ୍ରକାଳୀଙ୍କ ସରସ୍ବତୀ ବେଶ

ଭଦ୍ରକ ଅଫିସ,୧।୧୧: ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ୬ଷ୍ଠ ଦିବସରେ ଶୁକ୍ରବାର ମହାସରସ୍ବତୀ ବେଶରେ ପୂଜା ପାଉଛନ୍ତି। ସକାଳୁ ମା’ଙ୍କୁ ଏହି ବେଶରେ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ଭକ୍ତମାନେ ଧାଡ଼ି ବାନ୍ଧି ଧୂପ-ଦୀପ ଦେଇ ମା’ଙ୍କର ଆଶୀର୍ବାଦ ଭିକ୍ଷା କରିଛନ୍ତି। ମହାସରସ୍ବତୀ ବେଶରେ ମା’ ଶ୍ୱେତ ବସ୍ତ୍ର ପରିଧାନ କରିଥିବାବେଳେ ମୁଖମଣ୍ଡଳ ମଧ୍ୟ ଶ୍ୱେତ ବର୍ଣ୍ଣ ରହିଛି। ପଦ୍ମାସନରେ ମା’ ବିରାଜମାନ କରିଥିବା ବେଳେ ହଂସ ବାହନ ରହିଛି। ହସ୍ତଯୁଗଳରେ ବୀଣା ଧାରଣ କରିଛନ୍ତି। ତୃତୀୟ ହସ୍ତରେ ଜପାମାଳି ଓ ଚତୁର୍ଥ ହସ୍ତରେ ପୁସ୍ତକ ଧାରଣ କରିଛନ୍ତି। ସୁନା ରୁପା ଅଳଙ୍କାରରେ ଚତୁଦ୍ଧାମୂର୍ତ୍ତିରେ ପ୍ରକଟ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଶନିବାର ସପ୍ତମାତୃକା ବେଶର ଅନ୍ତିମ ଦିନରେ ମା’ ମହାଲକ୍ଷ୍ମୀ ବେଶରେ ପୂଜାପାଇବେ। ମା’ଙ୍କର ଏହି ବେଶରେ ବିଶ୍ୱଶାନ୍ତି ମହାଯଜ୍ଞର ପୂର୍ଣ୍ଣାହୁତି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ତୁଟିନି ଧାନବିକ୍ରି ସମସ୍ୟା, ତାତି ଉଠିଲେ ଚାଷୀ: ଦାବି ପୂରଣ ନହେଲେ…

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ଖରିଫ ଚାଷ କାର୍ଯ୍ୟ ସମୟ ଆସି ଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଚାଷୀମାନେ ରବିରେ ଅମଳ ଧାନକୁ ବିକ୍ରି କରି ପାରି ନାହାନ୍ତି। ଟୋକନ…

ବିବାହ ପାଇଁ କଥା ଦେଇଥିବା ପ୍ରେମିକା ରଚିଲେ ହତ୍ୟା ଷଡ଼ଯନ୍ତ୍ର: ଭାବି ସ୍ବାମୀଙ୍କୁ…ପୂରା ଘଟଣା ଜାଣିଲେ ଥରିଉଠିବ ଛାତି

ପୁଣେ,୨୪ା୬: ପୁଣେର ଲୋହାଗଡ଼ ଦୁର୍ଗରେ ଗତ ୧୮ ତାରିଖରେ ୨୫ ବର୍ଷୀୟ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ବିଶାଲ ଅଗ୍ରଓ୍ବାଲଙ୍କର ମୃତ୍ୟୁ ଦୁର୍ଘଟଣାବଶତଃ ଖସିପଡ଼ି ହୋଇଥିଲା ବୋଲି…

୧ରେ ରାଜ୍ୟ କ୍ୟାବିନେଟ୍‌: ୭ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିବ ଅନୁମୋଦନ

ଭୁବନେଶ୍ୱର,୨୪ା୬(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଜୁଲାଇ ପହିଲାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

କାକୁଡିଗଡ଼ିଆ ସଡ଼କ ଉନ୍ନତିକରଣ କାମରେ ଅନିୟମିତତା ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ତିହିଡ଼ି, ୨୩।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଅଧୀନ କାକୁଡିଗଡ଼ିଆ ଅଞ୍ଚଳରେ ରାଜ୍ୟ ବିପର୍ଯ୍ୟୟ ପାଣ୍ଠି (ଏସ୍‌ଡିଏମ୍‌ଏଫ୍‌) ଅଧୀନରେ ଚାଲିଥିବା ସଡ଼କ ଉନ୍ନତିକରଣ କାମରେ ବ୍ୟାପକ…

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri