୬୦ ଲିଟର ମହୁଲି ମଦ ଜବତ, ୫ ଗିରଫ

ଦେବଗଡ଼,୨୯ା୪(ଡି.ଏନ୍‌.ଏ.)-ଅବକାରୀ ବିଭାଗ ପକ୍ଷରୁ ଜିଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୬୦ ଲିଟର ମହୁଲି ମଦ ଓ ୧୮୮୦ କେଜି ମହୁଲ ପୋଚ ଜବତ କରାଯାଇଛି ା ଉପରୋକ୍ତ ଘଟଣାରେ ୫ଟି ମାମଲା ରୁଜୁ ହୋଇଛି ା ୫ ଅଭିଯୁକ୍ତଙ୍କୁ ଅବକାରୀ ବିଭାଗ ପକ୍ଷରୁ ଗିରଫ କରାଯାଇଛି ା ସେମାନେ ହେଲେ ରିଆମାଳ ଥାନା ଅନ୍ତର୍ଗତ ସିଆରିଆ ଗ୍ରାମର ଅର୍ଜୁନ ପାତ୍ର, ସୁଲୋଚନା ପାତ୍ର ,ଉମା ପାତ୍ର, କମଳା କିସାନ ଓ ଦେବଗଡ଼ ପୌରପରିଷଦ ଅନ୍ତର୍ଗତ ପୁରୁଣାଗଡ଼ର ମାମୀ ରଞ୍ଜିତ ା ଦେବଗଡ଼ ଅବକାରୀ ଅଧୀକ୍ଷକ ରମେନ୍ଦ୍ର ନାରାୟଣ ନାଏକଙ୍କ ନିର୍ଦ୍ଦେଶ କ୍ରମେ ଏହି ଚଢ଼ାଉ କରାଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri