୬୦ବର୍ଷ ବୟସରେ ଟେନିସ କୋର୍ଟକୁ ଓହ୍ଲାଇଲେ ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ନୀନା ଗୁପ୍ତା ଏବେ ଫିଲ୍ମ ସହ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ଦୀର୍ଘ ଦିନର ବ୍ରେକ୍‌ ପରେ ସେ ବଡ଼ ପରଦାକୁ ଜବରଦସ୍ତ ଏଣ୍ଟ୍ରି କରିଛନ୍ତି। ଏଭଳି ସ୍ଥିତିରେ ନୀନା ନିଜର ଫିଟ୍‌ନେସ୍‌ ଉପରେ ବେଶ୍‌ ଧ୍ୟାନ ଦେଉଥିବା ନଜର ଆସିଛି। ଏଥିପାଇଁ ନୀନା ଓ୍ବାର୍କଆଉଟ୍‌ କରିବା ସହ ଯୋଗ ଓ ସ୍ପୋଟର୍‌ସରେ ନିଜର ସମୟ ଅତିବାହିତ କରୁଛନ୍ତି। ଇତିମଧ୍ୟରେ ସୋସିଆଲ ମିଡିଆରେ ନୀନାଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ସେ ଲନ୍‌ରେ ଟେନିସ ଖେଳୁଥିବାର ଦେଖିବାକୁ ମିଳିଛି। ୬୦ବର୍ଷର ନୀନାଙ୍କ ଏହି ଭିଡିଓକୁ ପ୍ରଶଂସକ ବେଶ୍‌ ପସନ୍ଦ କରିଛନ୍ତି। ନୀନା ଏହି ଭିଡିଓକୁ ଶେୟାର କରିବା ସହ କ୍ୟାପସନ୍‌ରେ ଲେଖିଛନ୍ତି, ଦୀର୍ଘ ବର୍ଷ ପରେ ଏହାକୁ ଖେଳି ବେଶ୍‌ ମଜା ଲାଗିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’

ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri