୬୧ଅଭିଯୋଗର ଶୁଣାଣି କଲେ ଜିଲାପାଳ

ସୋନପୁର,୧।୭(ନି.ପ୍ର.): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ବନ୍ଦ ଥିଲା। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଏହି ଜନଶୁଣାଣି ସୋମବାରଠାରୁ ପୁଣି ଆରମ୍ଭ ହୋଇଛି। ସୁବର୍ଣ୍ଣପୁର ଜିଲାପାଳଙ୍କ ପ୍ରକୋଷ୍ଠରେ ଆୟୋଜିତ ଶିବିରରେ ଜିଲାପାଳ ମଧୁସୂଦନ ମିଶ୍ର ଲୋକଙ୍କ ବିଭିନ୍ନ ଅଭିଯୋଗ ଶୁଣି ତାର ସମାଧାନ କରିଥିଲେ। ଏଥିରେ ଏସ୍‌ପି ଦେବୀ ପ୍ରସାଦ ଦାଶ, ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା, ସୋନପୁର ଉପଜିଲାପାଳ ବଳରାମ ମଲ୍ଳିକ, ସୋନପୁର ବିଡିଓ ରବିନ୍ଦ୍ର କୁମାର ପଟେଲ, ଜିଲା ଉପକୃଷି ନିର୍ଦ୍ଦେଶକ ସନ୍ତୋଷ କୁମାର ଜେନା, ଲିଡ୍‌ବ୍ୟାଙ୍କ ମ୍ୟାନେଜର ସରୋଜ ଦାଶ, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ମିଶନର ନିର୍ବାହୀ ଯନ୍ତ୍ରୀ ଇଂ.ବିପିନ ବିହାରୀ ଦାଶ ଉପସ୍ଥିତ ଥିଲେ। ସୋମବାର ମୋଟ ୬୧ଟି ଅଭିଯୋଗ ଆସିଥିବା ବେଳେ ୫୫ଟି ବ୍ୟକ୍ତିଗତ ଥିଲା। ୫ଟି ଗ୍ରାମ୍ୟ ସମସ୍ୟା ଓ ଗୋଟିଏ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ପାଇଁ ଆବେଦନ ଆସିଥିଲା। ୩ଟି ସମସ୍ୟାକୁ ଅତିରିକ୍ତ ଜିଲାପାଳ ପଣ୍ଡା ତତ୍‌କ୍ଷଣାତ ସମାଧାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

ଛାତିଥରା ହତ୍ୟାକାଣ୍ଡ; ସ୍ତ୍ରୀଙ୍କ ମୁଣ୍ଡକୁ କାଟି ଫ୍ରିଜରେ ରଖିଲେ ସ୍ବାମୀ, ଆଙ୍ଗୁଠିକୁ…..

ଗୁଆହାଟୀ,୭।୯: ଆସାମର ଗୁଆହାଟୀରୁ ସାମ୍ନାକୁ ଆସିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ । ବିବାହର ମାତ୍ର କିଛି ମାସ ପରେ ୨୫ ବର୍ଷୀୟା ରିୟା ତାଲୁକଦାରଙ୍କ ମୃତଦେହ ତାଙ୍କ…

ବିଲରେ କାମ କରୁଥିବା ବେଳେ ଦୁଇ ଭାଇଙ୍କ ଉପରେ ମାଡିବସିଲା ଭାଲୁ, ରକ୍ତ ଜୁଡୁବୁଡୁ…

ଆନନ୍ଦପୁର,୭।୯(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁରରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି । ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ…

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri