୬୩,୪୯୩ ୟୁନିଟ ଯାନ ପ୍ରତ୍ୟାହାର କଲା ମାରୁତି

ନୂଆଦିଲ୍ଲୀ,୭-୧୨: କେତେକ ଯାନ୍ତ୍ରିକ ତ୍ରୁଟି ଯୋଗୁ ମାରୁତି ସୁଜୁକି ଇଣ୍ଡିଆ ଏହାର ୬୩,୪୯୩ ୟୁନିଟ ଯାନ ପ୍ରତ୍ୟାହାର କରି ନେଇଛି। ଏହି ଯାନଗୁଡିକ ସିଆଜ, ଏର୍ଟିଗା ଏବଂ ଏକ୍ସଏଲ୍‌ ୬ ଭଳି ମଡେଲରେ ରହିଛି। ଏହି ଯାନଗୁଡିକ ପେଟ୍ରୋଲ ସ୍ମାର୍ଟ ହାଇବ୍ରିଡ ଭାରିଆଣ୍ଟର ରହିଛି। ଯାନଗୁଡିକର ମୋଟର ଜେନେରେଟର ୟୁନିଟରେ ରହିଥିବା ତ୍ରୁଟିକୁ ସୁଧାରିବା ଲାଗି ଏଭଳି ନିଷ୍ପତ୍ତି ହୋଇଥିବା ମାରୁତି ସୁଜୁକି ପକ୍ଷରୁ କୁହାଯାଇଛି। ଯାନଗୁଡିକ ଚଳିତ ବର୍ଷ ଜାନୁୟାରୀରୁ ନଭେମ୍ବର ୨୧ ମଧ୍ୟରେ ପ୍ରସ୍ତୁତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ କେନ୍ଦ୍ର କର୍ମଚାରୀଙ୍କୁ କରୋନା ସମୟରେ ଅଟକିଥିବା ୧୮ ମାସର DA ଏରିୟର ମିଳିବ? ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୩।୭: ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ (8ମ ବେତନ କମିଶନ) ଏବେ ପୂରା ଆକ୍ସନ ମୋଡ଼ରେ ।…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri