୬୪ ବିମାନରେ ଏୟାରଲିଫ୍ଟ୍‌ ହେବେ ୧୪ ହଜାରରୁ ଅଧିକ ଭାରତୀୟ

ନୂଆଦିଲ୍ଲୀ,୫।୫: କରୋନା ସଂକ୍ରମଣକୁ ରୋକିବା ପାଇଁ ପୃଥିବୀର ବିଭିନ୍ନ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଫଳରେ ଦେଶ ଦେଶ ମଧ୍ୟରେ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ବନ୍ଦ ରହିଛି। ଏପରିସ୍ଥଳେ ବିଦେଶରେ ରହିଥିବା ଭାରତୀୟଙ୍କୁ ସ୍ବଦେଶକୁ ଫେରାଇ ଆଣିବା ଲାଗି ଉଦ୍ୟମ ଆରମ୍ଭ ହୋଇଛି। ୬୪ ବିମାନରେ ୧୪ ହଜାର ୮୦୦ ଭାରତୀୟଙ୍କୁ ଏୟାର ଲିଫ୍ଟ୍‌ କରାଯିବାର ଯୋଜନା ପ୍ରସ୍ତୁତ ହୋଇଛି। ଭାରତୀୟମାନେ ଆମେରିକା, ଫିଲିପାଇନ୍ସ, ୟୁଏଇ, ବ୍ରିଟେନ୍‌, ସିଙ୍ଗାପୁର, ବାଂଲାଦେଶ, ସୌଦି, କତାର, ଓମାନ୍‌, ବାହାରିନ୍‌, କୁଏତ୍‌ ଆଦି ଦେଶରେ ଅଟକି ରହିଛନ୍ତି। ସ୍ବଦେଶ ଫେରିବାକୁ ଚାହୁଁଥିବା ଛାତ୍ରୀଛାତ୍ର ଅବା ବ୍ୟକ୍ତି ବିଶେଷଙ୍କୁ ପଞ୍ଜିକରଣ ପାଇଁ କୁହାଯାଇଛି। ଭାରତକୁ ଫେରିବା ପରେ ସେମାନଙ୍କୁ ୧୪ ଦିନ କ୍ୱାରାଣ୍ଟାଇନ୍‌ରେ ରଖାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କେତନଙ୍କ ହତ୍ୟା ପରେ ସିୟାଙ୍କ କଥା ବଖାଣିଲେ ସିକ୍ୟୁରିଟି ଗାର୍ଡ, ଦେଲେ ବିସ୍ଫୋରକ ବୟାନ

ପୁଣେ, ୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁ ପରର ଘଟଣା ବର୍ଣ୍ଣନା କରିଛନ୍ତି ସିକ୍ୟୁରିଟି ଗାର୍ଡ ଧୀରଜ ଯାଦବ। ସେ କହିଛନ୍ତି…

ସ୍ବାଭାବିକ ହେଲା ହର୍ମୁଜ, ଦିନକରେ ଜାହାଜ ଚଳାଚଳ ଦ୍ୱିଗୁଣିତ

ତହରାନ୍‌,୨୬।୬: ଇରାନ ଓ ଆମେରିକା ମଧ୍ୟରେ ବୁଝାମଣା ପରେ ଇନ୍ଧନ ପରିବହନ ନେଇ ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ଜଳପଥ ହର୍ମୁଜ୍‌ ଷ୍ଟ୍ରେଟ୍‌ ସ୍ବାଭାବିକ ହୋଇଛି। ଗତ…

ବଢ଼ିଲା ଉଦ୍ଧବଙ୍କ ଚିନ୍ତା, ପାର୍ଲାମେଣ୍ଟ ଅଫିସ ହରାଇବା ସ୍ଥିତିରେ ଶିବସେନା

ମୁମ୍ବାଇ, ୨୬।୬: ମହାରାଷ୍ଟ୍ର ରାଜନୀତିରେ ଶିବସେନା (ୟୁବିଟି) ଏବଂ ମହା ବିକାଶ ଅଘାଡ଼ି (ଏମ୍‌ଭିଏ) ମେଣ୍ଟର ସଙ୍କଟ ଦିନକୁ ଦିନ ଗଭୀର ହେବାରେ ଲାଗିଛି। ବୁଧବାର ସାରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ପ୍ରେମ ସାଜିଲା କାଳ: ପଶ୍ଚିମବଙ୍ଗ ପ୍ରେମିକାଙ୍କୁ ଓଡ଼ିଶା ଆଣି ହତ୍ୟା କରିଥିଲେ ଝାଡ଼ଖଣ୍ଡର ପ୍ରେମିକ, ସିନ୍ ରିକ୍ରିଏସନ କରି…

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ପ୍ରେମର କରୁଣ ପରିଣତି। ପ୍ରେମ ପାଇଁ ଚାଲିଗଲା ଜଣେ ଯୁବତୀଙ୍କ ଜୀବନ। ସମ୍ପର୍କର ମଧୁରତା ଶେଷରେ ମୃତ୍ୟୁର କାରଣ ସାଜିଛି, ଯାହା ହାଟଡିହୀ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri