୬୪.୩୭ ବିଲିୟନ ଡଲାର ଏଫ୍‌ଡିଆଇ ଆସିଛି

ନୂଆଦିଲ୍ଲୀ,୩୧-୭: ଚଳିତ ବର୍ଷ ମାର୍ଚ୍ଚ ଶେଷ ସୁଦ୍ଧା ଶେଷ ହୋଇଥିବା ଆର୍ଥିକ ବର୍ଷରେ ଭାରତକୁ ୬୪.୩୭ ବିଲିୟନ ଡଲାର ଏଫ୍‌ଡିଆଇ ଆସିଛି, ଯାହା କି ଅଦ୍ୟାବଧି ସର୍ବାଧିକ। ଡିପାର୍ଟମେଣ୍ଟ ଫର୍‌ ପ୍ରମୋଶନ ଅଫ୍‌ ଇଷ୍ଟଷ୍ଟ୍ରିଜ ଆଣ୍ଡ ଇଣ୍ଟରନାଲ ଟ୍ରେଡ(ଡିପିଆଇଆଇଟି) ପକ୍ଷରୁ ପ୍ରକାଶିତ ୨୦୧୮-୧୯ ରିପୋର୍ଟରେ କୁହାଯାଇଛି ଯେ, ବିଗତ ୫ ବର୍ଷ ଭିତରେ ଭାରତକୁ ୨୮୬ ବିଲିୟନ ଡଲାର ଏଫ୍‌ଡିଆଇ ଆସିଛି। ବିଦେଶୀ କମ୍ପାନୀ ନିବେଶ ବୃଦ୍ଧି କରିବା ସହ ଦେଶରେ ଅତ୍ୟାଧୁନିକ ଟେକ୍ନୋଲୋଜି ଓ ବ୍ୟବସାୟିକ ବ୍ୟବସ୍ଥା ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri