୬୯ ବର୍ଷରେ ଥାଲାଇବା

ବେଙ୍ଗାଲୁରୁ: ଫିଲ୍ମଷ୍ଟାର ରଜନୀକାନ୍ତ ଗୁରୁବାର ୬୯ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୫୦ ଡିସେମ୍ବର ୧୨ରେ ବେଙ୍ଗାଲୁରୁଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପ୍ରକୃତ ନାମ ଶିବାଜୀ ରାଓ ଗାଏକ୍ୱାଡ୍‌। ତାଙ୍କୁ ଲୋକେ ସ୍ନେହରେ ଥାଲାଇବା ବୋଲି ଡାକିଥାନ୍ତି। ଫ୍ୟାମିିଲିକୁ ଅଧିକ ଗୁରୁତ୍ୱ ଦେଉଥିବା ରଜନୀକାନ୍ତଙ୍କର ପୋର୍ନ ଅଭିନେତ୍ରୀ ସିଲ୍କ ସ୍ମିତାଙ୍କ ସହିତ ଆଫେୟାର୍ସ ନେଇ ୮୦ ଦଶକରେ ବେଶ୍‌ ଚର୍ଚ୍ଚା ହୋଇଥିଲା। ଉଭୟ ବହୁ ଫିଲ୍ମରେ ଏକାଠି କାମ କରିଛନ୍ତି। ଏହି ଆଫେୟାର୍ସ ଅନେକ ଦିନ ଧରି ଚାଲିଥିଲା ବୋଲି କେତେକ କୁହନ୍ତି। ରଜନୀକାନ୍ତ ସିଲ୍କ ସ୍ମିତାଙ୍କ ଶରୀରରେ ସିଗାରେଟ ଚେଙ୍କ ଦେଇଥିବା ନେଇ ମଧ୍ୟ ଚର୍ଚ୍ଚା ହୋଇଥିଲା। ୧୯୯୬ରେ ସିଲ୍କ ସ୍ମିତା ମାନସିକ ସ୍ଥିତି ହରାଇ ବସି ଆତ୍ମହତ୍ୟା କରିଥିଲେ। ପରେ ୨୦୧୧ରେ ତାଙ୍କ ଜୀବନୀ ଉପରେ ଡାର୍ଟି ପିକଚର ନିର୍ମିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ହଲଚଲ: ପେଟ୍ରୋଲରେ ଆଶ୍ୱସ୍ତି, ଡିଜେଲ ଦେଲା ଝଟ୍‌କା, ଲାଗୁ ହେଲା ନୂଆ ଦର

ନୂଆଦିଲ୍ଲୀ,୧୬।୭: ମିଡିଲ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଆନ୍ତର୍ଜାତୀୟ ତେଲ ବଜାରରେ ବଡ଼ ଧରଣର ଅସ୍ଥିରତା…

ଏମ୍‌ପିଙ୍କ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ସମସ୍ୟା ଜଣାଇଲେ ଲୋକେ, ପ୍ରତିଶ୍ରୁତି ଦେଇ ଏମ୍‌ପି କହିଲେ…

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ୨ ଦିନିଆ ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି। ସେ ବୁଧବାର ପୂର୍ବାହ୍ନରେ ଦାରିଙ୍ଗବାଡି ପହଞ୍ଚିଥିଲେ। ତାଙ୍କୁ ବ୍ଲକ…

‘କିଡନୀ ଦିଅ ନଚେତ୍‌ ମୃତ୍ୟୁ ଦିଅ’ ରାଷ୍ଟ୍ରପତିଙ୍କୁ ଚିଠି ଲେଖି ଗୁହାରୀ କଲେ ୫ ମହିଳା, ଜାଣନ୍ତୁ କାହିଁକି…

କୋଟା,୧୬।୭: ରାଜସ୍ଥାନର କୋଟାରୁ ଏକ ଅତ୍ୟନ୍ତ ଆବେଗପୂର୍ଣ୍ଣ ଏବଂ ଗମ୍ଭୀର ମାମଲା ସାମ୍ନାକୁ ଆସିଛି । କିଡନୀର ଗମ୍ଭୀର ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଜୀବନ ସହ…

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ…

୧୬ ଜୁଲାଇରୁ ୫ ରାଶିଙ୍କ ଖୋଲିବ ଭାଗ୍ୟ; ଚାକିରିରେ ବଡ଼ ପ୍ରମୋସନ୍ ହେବା ସହ ସାଲାରି ହେବ ଡବଲ୍!

୧୬ ଜୁଲାଇ, ୨୦୨୬ ହେଉଛି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି ଏବଂ ଗୁରୁବାର। ଏହି ତିଥି ଅତ୍ୟନ୍ତ ବିଶେଷ, କାରଣ ଏହି ଦିନ ଭଗବାନ…

୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ…

ଭାଜପାରେ ମିଶିଲେ ଶତାଧିକ ମହିଳା, ଯୁବକ

ଝାରସୁଗୁଡ଼ା, ୧୬ା୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଭାଜପା କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲଇକେରା ଏବଂ ନିକ୍ତିମାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri