Posted inଜାତୀୟ

୭ ଥର ରାଜ୍ୟସଭାକୁ ନିର୍ବାଚିତ ହୋଇଥିବା ଏମ୍‌ପିଙ୍କ ପରଲୋକ

ନୂଆଦିଲ୍ଲୀ,୨୭।୧୨: ଜନତା ଦଳ ୟୁନାଇଟେଡ ରାଜ୍ୟସଭା ଏମ୍‌ପି ତଥା ଶିଳ୍ପପତି ମହେନ୍ଦ୍ର ପ୍ରସାଦଙ୍କ ସୋମବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା। ଦୀର୍ଘ ଦିନ ଧରି ଅସୁସ୍ଥତା କାରଣରୁ ତାଙ୍କର ଦେହାନ୍ତ ହୋଇଛି । ମହେନ୍ଦ୍ର ପ୍ରସାଦ ବିହାରର ସାତଥର ରାଜ୍ୟସଭା ଏମ୍‌ପି ଥିଲେ ଏବଂ ଥରେ ଲୋକ ସଭାକୁ ମଧ୍ୟ ନିର୍ବାଚିତ ହୋଇଥିଲେ।
୧୯୮୦ରେ ସେ କଂଗ୍ରେସରୁ ଟିକେଟ ପାଇଁ ବିହାରର ଜେହାନାବାଦ ନିର୍ବାଚନ ମଣ୍ଡଳୀରୁ ତାଙ୍କର ପ୍ରଥମ ଲୋକସଭା ନିର୍ବାଚନ ଲଢି ବାଜି ମାରିଥିଲେ । ପରେ ୧୯୮୫ରେ ତତ୍‌କାଳୀନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଦ୍ବାରା ରାଜ୍ୟସଭା ପାଇଁ ମନୋନୀତ ହୋଇଥିଲେ। ପ୍ରସାଦଙ୍କ ଦେହାନ୍ତରେ ବିହାର ମୁଖ୍ୟମନ୍ତ୍ରୀ ନିତୀଶ କୁମାର ଗଭୀର ସମବେଦନା ଜଣାଇବା ସହ ଶିଳ୍ପ ବ୍ୟତୀତ ସମାଜ ତଥା ରାଜନୀତିରେ ତାଙ୍କର ଦେହାନ୍ତ ହୋଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri