Posted inଜାତୀୟ

୭ ଦିନରେ ହାଇ କମିଶନ ଷ୍ଟାଫ୍‌ ୫୦% କମାଅ

ନୂଆଦିଲ୍ଲୀ,୨୪ା୬(ପି.ଟି.): ନୂଆଦିଲ୍ଲୀସ୍ଥିତ ପାକିସ୍ତାନର ହାଇ କମିଶନ ଅଫିସରେ ଥିବା ଷ୍ଟାଫ୍‌ ମଧ୍ୟରୁ ୫୦% କର୍ମଚାରୀଙ୍କୁ ପ୍ରତ୍ୟାହାର କରିବା ପାଇଁ ଭାରତ ପକ୍ଷରୁ ଇସ୍‌ଲାମାବାଦକୁ କୁହାଯାଇଛି। ଅନୁରୂପ ଭାବେ ଇସ୍‌ଲାମାବାଦସ୍ଥିତ ଭାରତୀୟ ଉଚ୍ଚାୟୁକ୍ତରେ ଥିବା କର୍ମଚାରୀଙ୍କ ମଧ୍ୟରୁ ୫୦% ଊଣା ହେବେ। ଏନେଇ ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ପାକିସ୍ତାନକୁ ସମନ କରାଯାଇଛି। ପାକିସ୍ତାନ ହାଇକମିଶନ୍‌ର ଅଧିକାରୀମାନେ ଭାରତ ବିରୋଧୀ ଗୁପ୍ତଚରଗିରି କରିବା ଓ ଆତଙ୍କବାଦୀ ସଙ୍ଗଠନଗୁଡ଼ିକ ସହ ସମ୍ପର୍କ ରଖିଥିବା ଅଭିଯୋଗରେ ନୂଆଦିଲ୍ଲୀ ଏପରି ନିଷ୍ପତ୍ତି ନେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

“ପାକିସ୍ତାନ ଚୁଡ଼ି ପିନ୍ଧି ନାହିଁ”: ଫାରୁକ୍ ଅବଦୁଲ୍ଲାଙ୍କ ବିବାଦୀୟ ବୟାନ

ନୂଆଦିଲ୍ଲୀ,୬।୫: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ମନ୍ତବ୍ୟକୁ ଜବାବ ଦେଇ ଜମ୍ମୁ କଶ୍ମୀରର ନ୍ୟାସନାଲ କନଫରେନ୍ସ ନେତା ଫାରୁକ୍ ଅବଦୁଲ୍ଲା ରବିବାର କହିଛନ୍ତି ଯେ...

ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ପୁଅ ହିଁ ଏହି କାମ କରିବେ: ମୋଦି

ନୂଆଦିଲ୍ଲୀ/ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାର ବ୍ରହ୍ମପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ବିରୋଧୀଙ୍କୁ କଡ଼ା ଆକ୍ଷେପ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର...

ବାହୁବଳି ନେତା ଧନଞ୍ଜୟଙ୍କ ସ୍ତ୍ରୀ ଶ୍ରୀକଳାଙ୍କ କଟିଲା ଟିକେଟ

ଜୈନପୁର,୬।୫: ଲୋକ ସଭା ନିର୍ବାଚନ ମଧ୍ୟରେ ଉତ୍ତରପ୍ରଦେଶରୁ ବଡ ଖବର ଆସିଛି। ବହୁଜନ ସମାଜବାଦୀ ପାର୍ଟି ଜୈନପୁର ଆସନରୁ ପ୍ରାର୍ଥୀ ହୋଇଥିବା ବାହୁବଳି ନେତା ଧନଞ୍ଜୟ...

ପ୍ରକାଶ ପାଇଲା ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ରେଜଲ୍ଟ

ନୂଆଦିଲ୍ଲୀ,୬।୫:କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକ୍‌ଜାମିନେଶନ୍ସ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ଆଜି ସିଆଇଏସ୍‌ସିଇ...

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ...

ଥମୁନି ଜଙ୍ଗଲ ନିଆଁ: ୫ ମୃତ, ୧୦୦୦ରୁ ଅଧିକ ହେକ୍ଟର ଜଙ୍ଗଲ ପୋଡ଼ି ପାଉଁଶ

ଡେରାଡୁନ୍‌,୬ା୫: ଉତ୍ତରାଖଣ୍ଡର ଜଙ୍ଗଲରେ ନିଆଁ ଲାଗିବା ଘଟଣା ବନ୍ଦ ହେଉନାହିଁ। ଆଲମୋରା ଏବଂ ବାଗେଶ୍ୱର ସମେତ ଅନେକ ଜିଲାରେ ଜଙ୍ଗଲ ଜଳୁଛି। ଏହି ପରିପ୍ରେକ୍ଷୀରେ, ଆଲମୋରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri