୭ ନଂ ଜୋନ୍‌ର ଜିଲା ପରିଷଦ ସଭ୍ୟଙ୍କ ପରଲୋକ

କଟକସଦର,୧ା୭(ଡି.ଏନ୍‌.ଏ.): କଟକ ଜିଲା ପରିଷଦ ୭ ନଂ ଜୋନ୍‌ର ସଭ୍ୟ ତଥା କଟକ ଜିଲା କିଶନନଗର ଥାନା ଅନ୍ତର୍ଗତ ଯଶପଡ଼ା ଗ୍ରାମର ଗୋବିନ୍ଦ ଚନ୍ଦ୍ର ସାମଲ(୫୫)ଙ୍କ ହୃଦଘାତରେ ସୋମବାର ପରଲୋକ ଘଟିଛି। ସ୍ବର୍ଗତ ସାମଲ ୨୦୧୭ ମସିହାରେ ବିଜୁ ଜନତା ଦଳର ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇଥିଲେ। ୨୦୦୨ରେ ମଧ୍ୟ ସ୍ବର୍ଗତ ସାମଲ କଟକ ସଦର ବ୍ଲକ ଯଶପଡ଼ା ପଞ୍ଚାୟତର ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ। ସେ ୨ ବର୍ଷ ହେବ କର୍କଟରୋଗରେ ପୀଡ଼ିତ ଥିଲେ। ତାଙ୍କ ବିୟୋଗରେ କଟକ ସଦର ବିଧାୟକ ଚନ୍ଦ୍ରସାରଥୀ ବେହେରା, କଟକ ସଦର ନିର୍ବାଚନ ମଣ୍ଡଳୀ ବିଜେଡି ସଭାପତି ପ୍ରମୋଦ କୁମାର ମହାପାତ୍ର, କାର୍ଯ୍ୟକାରୀ ସଭାପତି ସମର ବେହେରା ଓ ଯୁବନେତା ପ୍ରଶାନ୍ତ ପ୍ରଧାନ ପ୍ରମୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri