୭ ପିଢ଼ି ମଧ୍ୟରେ କେବେ ବି ହୋଇନି ସମ୍ପତ୍ତି ଭାଗବଣ୍ଟା: ପରିବାର ସଦସ୍ୟ ସଂଖ୍ୟା ୧୪୦

ବେଙ୍ଗାଲୁରୁ,୨୦।୧: ପରିବାରରେ ଭାଇଭାଇ ମଧ୍ୟରେ ସମ୍ପତ୍ତି ଭାଗବଣ୍ଟା ହେବା ସ୍ବାଭାବିକ କଥା। ତେବେ କର୍ନାଟକର ଧାରଓ୍ବାଡ୍‌ରେ ବାସ କରୁଥିବା ନରସିଂଓ୍ବର ପରିବାରରେ ଭିନ୍ନ ପରମ୍ପରା ଗତ ୭ ପିଢ଼ି ଧରି ପ୍ରଚଳିତ ହେଉଛି। ଏହି ପରିବାରର ସମ୍ପତ୍ତି କେବେ ମଧ୍ୟ ଭାଗବଣ୍ଟା ହୋଇ ନାହିଁ। ଏବେ ଏହି ପରିବାରର ସଦସ୍ୟ ସଂଖ୍ୟା ୧୪୦ ରହିଛି। ସେଥି ମଧ୍ୟରେ ୮୦ ଜଣ ପୁରୁଷ ଥିବାବେଳେ ୬୦ ଜଣ ମହିଳା ରହିଛନ୍ତି। ପରିବାରରେ ସମସ୍ତ ସଦସ୍ୟ ଖୁସିରେ ରହିଥାନ୍ତି। ପରିବାର ସଦସ୍ୟଙ୍କ ଖୁସିର ରହସ୍ୟ ଜାଣିବା ପାଇଁ ପ୍ରତିବର୍ଷ ମୁମ୍ବାଇ, ବେଙ୍ଗାଲୁରୁ, ହୁବଲୀ ଆଦି ଅଞ୍ଚଳର ୧୫ରୁ ୨୦ ଶିକ୍ଷାର୍ଥୀ ରିସର୍ଚ୍ଚ କରିଥାନ୍ତି। ପରିବାରରେ ୧୮ ବର୍ଷ ବୟସ୍କ ୩୦ ଜଣ ଯୁବକ ରହିଛନ୍ତି। ପରିବାର ପାଖରେ ୨ ଶହ ଏକର ଜମି ଏବଂ ୪୦ଟି ଗାଈ ରହିଛି। ଗାଈ ପ୍ରତିଦିନ ୧୫୦ ଲିଟର କ୍ଷୀର ଦେଇଥାନ୍ତି। ୬୦ ଲିଟର କ୍ଷୀର ଘରେ ବ୍ୟବହୃତ ହୋଇଥାଏ। ଅବଶିଷ୍ଟ କ୍ଷୀର ବିକ୍ରି ହୋଇଥାଏ। ପ୍ରତିଦିନ ଖାଇବା ପାଇଁ ପରିବାରରେ ୩ଶହ ରୁଟି ପ୍ରସ୍ତୁତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଭାଗ ହେବ କଂଗ୍ରେସ: ବ୍ୟାପିପାରେ ଲଭଲିଙ୍କ ଇସ୍ତଫାର ନିଆଁ

ନୂଆଦିଲ୍ଲୀ,୨୯।୪: ଆମ ଆଦମୀ ପାର୍ଟି (ଏଏପି) ସହିତ ମେଣ୍ଟ, ବାହ୍ୟ ପ୍ରାର୍ଥୀ ଚୟନ ଏବଂ ପ୍ରଦେଶ କଂଗ୍ରେସର ମନମାନିକୁ ନେଇ ପୂର୍ବତନ ମନ୍ତ୍ରୀ ରାଜକୁମାର ଚୌହାନଙ୍କ...

ଚେନ୍ନାଇ ସୁପର କିଙ୍ଗ୍ସର ବିଜୟ ପରେ ପଏଣ୍ଟ ଟେବୁଲ୍‌ରେ ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛନ୍ତି

ଚେନ୍ନାଇ,୨୯।୪: ଆଇପିଏଲ ୨୦୨୪ର ୪୬ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିଲା। ଚେନ୍ନାଇର ଘରୋଇ ଗ୍ରାଉଣ୍ଡ ଏମ ଚିଦାମ୍ବରମ ଷ୍ଟାଡିୟମରେ...

ଫ୍ଲାଇଟ୍‌ ଆଟେଣ୍ଡାଣ୍ଟରୁ ଏୟାରଲାଇନ୍ସ ସିଇଓ

ଟୋକିଓ: ଜାପାନରେ ଏକ ବୈପ୍ଳବିକ ଘଟଣା ସାମ୍‌ନାକୁ ଆସିଛି, ଯାହା ସମଗ୍ର ବିଶ୍ୱରେ ମହିଳାମାନଙ୍କ ପ୍ରେରଣାଦାୟୀ ହୋଇପାରିଛି। ଜାପାନ ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)...

ରାମ ନାମ ଧରି…

ସିର୍‌ସି/ନୂଆଦିଲ୍ଲୀ,୨୯ା୪:କେନ୍ଦ୍ରରେ କ୍ଷମତାସୀନ ଭାଜପା ଏଥର ମଧ୍ୟ ‘ରାମ ନାମ’ ଧରି ଲୋକ ସଭା ନିର୍ବାଚନ ବୈତରଣୀ ପାର ହେବାକୁ ଉଦ୍ୟମ ଚଳାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ...

ଭାରତ ମହାସାଗର ହେବ ସ୍ଥାୟୀ ଗ୍ରୀଷ୍ମ ଲହର ଅଞ୍ଚଳ

ନୂଆଦିଲ୍ଲୀ,୨୯ା୪ (ପି.ଟି.):ଭାରତରେ କିଛିଦିନ ହେଲା ଗ୍ରୀଷ୍ମ ଲହର ଜାରି ରହିଥିବାବେଳେ ଓଡ଼ିଶା ସମେତ କର୍ନାଟକ, ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଓ କେରଳରେ ସର୍ବାଧିକ ତାପମାତ୍ରା ଅନୁଭୂତ ହେଉଛି।...

ଅଶ୍ଳୀଳ ଭିଡିଓ: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ଫେରାର

ବେଙ୍ଗାଲୁରୁ,୨୯ା୪:ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ାଙ୍କ ନାତି ତଥା ହାସନ ଏମ୍‌ପି ପ୍ରଜ୍ୱଳ ରେଭନ୍ନାଙ୍କ କେତେକ ଅଶ୍ଳୀଳ ଭିଡିଓ...

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri