Posted inଜାତୀୟ

୭ ହଜାର କୋଟିର ବ୍ୟାଙ୍କ ଠକେଇ: ୧୫ ରାଜ୍ୟର ୧୮୭ ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ,୫।୧୧: ବ୍ୟାଙ୍କରେ ହୋଇଥିବା ୭ ହଜାର କୋଟି ଟଙ୍କାର ଠକେଇ ପାଇଁ ସିବିଆଇ ପକ୍ଷରୁ ୧୫ ରାଜ୍ୟର ୧୮୭ ସ୍ଥାନରେ ଚଢ଼ାଉ କରାଯାଇଛି। ବ୍ୟାଙ୍କ ଦୁର୍ନୀତି ନେଇ ୩୫ଟି ମାମଲା ରୁଜୁ ହୋଇଥିଲା। ତଥ୍ୟ ହାସଲ ଲାଗି ସିବିଆଇ ପକ୍ଷରୁ ଆନ୍ଧ୍ରପ୍ରଦେଶ, ଚଣ୍ଡିଗଡ଼, ଦିଲ୍ଲୀ, ଗୁଜରାଟ, ହରିୟାଣା, କର୍ନାଟକ, କେରଳ, ମଧ୍ୟପ୍ରଦେଶ, ମହାରାଷ୍ଟ୍ରର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ସେହିପରି ପଞ୍ଜାବ, ତାମିଲନାଡୁ, ତେଲେଙ୍ଗାନା, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଦାଦର ନାଗର ହବେଲି ଆଦିର ବହୁ ସ୍ଥାନରେ ମଧ୍ୟ ଚଢ଼ାଉ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ବଲିଉଡରୁ ଆସିଲା ଦୁଃଖଦ ଖବର: ପରଲୋକରେ ଲୋକପ୍ରିୟ ଅଭିନେତା

ମୁମ୍ବାଇ: ଲୋକପ୍ରିୟ ଅଭିନେତା ପ୍ରଦୀପ ରାୱତଙ୍କର ୭୪ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ଦେହାନ୍ତ ସମ୍ବନ୍ଧୀୟ ସୂଚନା ଅଭିନେତା ଯଶପାଳ ଶର୍ମା ସୋସିଆଲ ମିଡିଆରେ ପୋଷ୍ଟ…

ଦ୍ୱିଅର୍ଥବୋଧକ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ୍‌ଙ୍କୁ ଗିରଫ ପରେ ଜାମିନ

ଚେନ୍ନାଇ,୫ା୮: ଲୋକପ୍ରିୟ ଅଭିନେତ୍ରୀ ତ୍ରିଶାଙ୍କୁ ଇଙ୍ଗିତ କରି ଓ ତାଙ୍କ ସମ୍ମାନ ଏବଂ ନାରୀତ୍ୱକୁ ଅପମାନିତ କରି ଦ୍ୱିଅର୍ଥବୋଧକ ମନ୍ତବ୍ୟ ଦେବା ଅଭିଯୋଗରେ ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri