୭ବର୍ଷ ତଳର ଫଟୋ ଶେୟାର କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ରଣବୀର

ମୁମ୍ବାଇ: ବଲିଉଡ୍‌ ନାୟକ ରଣବୀର ସିଂ ନିଜ ପତ୍ନୀ ତଥା ଅଭିନେତ୍ରୀ ଦୀପିକା ପାଦୁକୋନଙ୍କର ୭ ବର୍ଷ ତଳର ଏକ ଫଟୋ ଶେୟାର କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସୋସିଆଲ ମିଡିଆ ଇନଷ୍ଟାଗ୍ରାମରେ ସେ ଯେଉଁ ଫଟୋଟି ପୋଷ୍ଟ କରିଛନ୍ତି ସେଥିରେ ସେ ଦୀପିକାଙ୍କ ଅଣ୍ଟାକୁ ଭଲଭାବେ ନଜର କରିଥିବା ଦେଖିବାକୁ ମିଳିଛି। ଏଥିରେ କିନ୍ତୁ ସେ କିଛି କ୍ୟାପଶନ ଦେବା ଆବଶ୍ୟକ ନାହିଁ ବୋଲି ଲେଖିଛନ୍ତି। କିନ୍ତୁ ଏହି ଫଟୋକୁ ଦେଖି ଅଭିନେତ୍ରୀ ଦୀପିକା କମେଣ୍ଟ କରିବାକୁ ଭୁଲି ନାହାଁନ୍ତି। ସେ ଲେଖିଛନ୍ତି ୭ ବର୍ଷ ମଧ୍ୟରେ କିଛି ପରିବର୍ତ୍ତନ ହୋଇନାହିଁ। ଏବେସୁଦ୍ଧା ଏହି ଫଟୋକୁ ପାଖାପାଖି ୨୦ ଲକ୍ଷ ୮୯ହଜାର ୪୬୧ ଲାଇକ୍‌ ମିଳିଥିବା ବେଳେ ଏଥିରେ କେତେଜଣ ବଲିଉଡ୍‌ ସେଲିବ୍ରିଟି କମେଣ୍ଟ ମଧ୍ୟ କରିଛନ୍ତି। ଏହି ଫଟୋଟି ଫିଲ୍ମ ‘ରାମଲିଳା’ ସମୟର। ଯେତେବେଳେ ରାଣବୀର ଏକା ଲକ୍ଷ୍ୟରେ ଦୀପିକାଙ୍କ ଅଣ୍ଟାକୁ ଚାହିଁ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୧ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୨ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri