Posted inଜାତୀୟ

୭୦ ବର୍ଷରେ ହୋଇ ନ ଥିବା କାମ ୮ ମାସରେ କରିଛନ୍ତି ମୋଦି: ନଡ୍ଡା

ଆଗ୍ରା, ୨୩।୧: ଦେଶରେ ଗତ ୭୦ ବର୍ଷ ମଧ୍ୟରେ ହୋଇପାରି ନ ଥିବା କାମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାତ୍ର ୮ ମାସରେ କରି ଦେଖାଇଛନ୍ତି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ସମ୍ଭାଳିବା ପରେ କେ.ପି.ନଡ୍ଡା ଆଗ୍ରାଠାରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମର୍ଥନରେ ଏକ ସଭାରେ ଯୋଗଦେଇ ଏପରି କହିଛନ୍ତି। ସିଏଏ ନେଇ ବିରୋଧୀ କଂଗ୍ରେସ ଦଳ ପକ୍ଷରୁ ଲୋକଙ୍କ ମଧ୍ୟରେ ନାନା ପ୍ରକାର ଭ୍ରମ ସୃଷ୍ଟି କରାଯାଉଛି। ସିଏଏ ସମ୍ପର୍କରେ କଂଗ୍ରେସକୁ କିଛି ବି ଜଣା ନାହିଁ। ଖୋଦ୍‌ ରାହୁଲ ଗାନ୍ଧୀ ମଧ୍ୟ ସିଏଏ ସମ୍ପର୍କରେ ୧୦ ଧାଡ଼ି ମଧ୍ୟ କହିପାରିବେ ନାହିଁ। ପାକିସ୍ତାନରରେ ନିର୍ଯାତିତ ହେଉଥିବା ହିନ୍ଦୁଙ୍କୁ ଭାରତର ନାଗରିକତ୍ୱ ପ୍ରଦାନ ନେଇ ମହାତ୍ମା ଗାନ୍ଧୀ ଦାବି କରିଥିଲେ। ଏହା ଭାଜପା ସରକାର କାର୍ଯ୍ୟରେ ପରିଣତ କରିଥିବା ନଡ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri