୭୧ତମ ସାଧାରଣତନ୍ତ୍ର ଦିବସ ଧୁମ୍‌ଧାମରେ ପାଳିତ

ଜୟପୁର,୨୬।୧(ଡି.ଏନ.ଏ): କୋରାପୁଟ ଜିଲାର ଜୟପୁରରେ ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଜୟପୁର ଉପଜିଲାପାଳ ଲୋକନାଥ ଦଳ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଯେଉଁ ଦେଶ ସମ୍ବିଧାନ ଏବଂ ଗଣତନ୍ତ୍ରକୁ ସମ୍ମାନ ଦେଇଛି ସେହି ଦେଶ ସେତେ ଆଗକୁ ଯାଇଥିବା ଜିଲାପାଳ ମତବ୍ୟକ୍ତ କରିଥିଲେ। ଏହା ପରେ ସମସ୍ତ ସ୍କୁଲ କଲେଜର ଏନସିସି, ସ୍କାଉଟ, ଗାଇଡ଼ ଭଳି ୫୨ଟି ଗ୍ରୁପ ଏହି ପରେଡରେ ଭାଗ ନେଇଥିଲେ। ଏହାପରେ ଫ୍ୟାନ୍ସି ଡ୍ରେସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଶ୍ରେଷ୍ଠ ହୋଇଥିବା ପରେଡ ଏବଂ ଅନ୍ୟ ପ୍ରତିଯୋଗିତାରେ ଭାଗ ନେଇଥିବା ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ଗାଧୋଇ ଶ୍ୱେତଗଙ୍ଗାକୁ ଯାଇଥିଲେ, ଗୋଡ଼ ଖସିଯିବାରୁ ବୁଡ଼ିଯାଇ ଚାଲିଗଲା ଯୁବକଙ୍କ ଜୀବନ

ପୁରୀ, ୮।୮(ଅଜିତ୍‌ କୁମାର ମହାନ୍ତି): ପୁରୀର ପଞ୍ଚ ପୁଷ୍କରିଣୀ ମଧ୍ୟରେ ଅନ୍ୟତମ ପବିତ୍ର ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁଷ୍କରିଣୀରେ…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

ଠିକା କାମରୁ ୩୦ ପ୍ରତିଶତ ଦାଦାବଟି ଦେବା ପାଇଁ ପଡୋଶୀଙ୍କୁ ଧମକ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ଦାଦାବଟି ନଦେବାରୁ ପଡ଼ୋଶୀଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତକୁ କେ. ନୂଆଗାଁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗଞ୍ଜାମ ଜିଲା…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

ଝରିପଦର ଡାକ୍ତରଖାନାରେ ଡାକ୍ତର ଅନୁପସ୍ଥିତ: ରୋଗୀ ସେବା ବିପର୍ଯ୍ୟସ୍ତ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ମା ଗର୍ଭରେ ଥିବା ଶିଶୁ ଠାରୁ ଆରମ୍ଭ କରି ବୁଢା ବୁଢ଼ୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା…

ତିହାଡ଼ିପାଲି ଶିବ ମନ୍ଦିର ନିକଟ ପୋଲ ଉପରେ ଚାଲିଛି ପାଣି: ଯାତାୟାତ ବାଧାପ୍ରାପ୍ତ

ଜମନକିରା, ୮।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଚଳିତ ବର୍ଷ ଅତ୍ୟଧିକ ବର୍ଷା ଯୋଗୁଁ କୁଚିଣ୍ଡା-ଲାଡ-ଫାଶିମାଲ ଭାୟା ଧୁଡ଼ିପାଲି ପିଡବ୍ଲ୍ୟୁଡି ରାସ୍ତାରେ ଗମ୍ଭୀର ସମସ୍ୟା ସୃଷ୍ଟି ହୋଇଛି। ତିହାଡ଼ିପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri