୭୩% ହ୍ରାସ ପାଇଛି ସୁନା ଆମଦାନୀ

ନୂଆଦିଲ୍ଲୀ,୫ା୯: ଭାରତର ସୁନା ଆମଦାନୀ ୭୩% ହ୍ରାସ ପାଇଛି। ସୁନା ଦର ରେକର୍ଡ ସ୍ତରରେ ପହଞ୍ଚତ୍ୟିବାରୁ ଲୋକେ ଏହାକୁ କିଣିବାରୁ ଦୂରେଇ ରହୁଛନ୍ତି। ଗତ ୩ ବର୍ଷ ଭିତରେ ସୁନା ଆମଦାନୀ ସର୍ବନିମ୍ନ ସ୍ତରରେ ପହଞ୍ଚତ୍ଛି। ଅଗଷ୍ଟରେ ଦେଶରେ ମାତ୍ର ୩୦ ଟନ ସୁନା ଆମଦାନୀ କରାଯାଇଥିବା ବେଳେ ଗତବର୍ଷ ଏହି ସମୟରେ ଏହା ୧୧୧.୪୭ ଟନ ଥିଲା। ଅନ୍ୟପକ୍ଷରେ ସୁନା ଆମଦାନୀକୁ ହ୍ରାସ କରିବା ଲାଗି ସରକାର ଏହା ଉପରେ ଆମଦାନୀ ଶୁଳ୍କ ବଢ଼ାଇଛନ୍ତି। ସୁନା ଦର ଗତ ୬ବର୍ଷର ରେକର୍ଡ ସ୍ତରରେ ପହଞ୍ଚତ୍ଗଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri