୭୫ ଟଙ୍କା ଛୁଇଁଲା ପେଟ୍ରୋଲ, ଡିଜେଲ ୬୬

ନୂଆଦିଲ୍ଲୀ,୧୦-୧୨:ସୋମବାର ନୂଆଦିଲ୍ଲୀରେ ପେଟ୍ରୋଲ ଦର ଲିଟର ପିଛା ୭୫ ଟଙ୍କା ଛୁଇଁଥିବା ବେଳେ ଡିଜେଲ ଦର ୬୬ ଟଙ୍କା ଛୁଇଁଛି। ଗତ ଏକ ବର୍ଷ ମଧ୍ୟରେ ଏହା ସବୁଠାରୁ ସର୍ବୋଚ୍ଚ ସ୍ତର। ଉତ୍ପାଦନ ମୂଲ୍ୟ ବଢିବା ଯୋଗୁ ତୈଳ ବିପଣନ କମ୍ପାନୀଗୁଡିକୁ ସେମାନଙ୍କ ଉତ୍ପାଦ ମୂଲ୍ୟ ବଢାଇଥିବା ଜଣାପଡିଛି। ସୋମବାର ପେଟ୍ରୋଲ ଦର ୫ ପଇସା ବଢିଥିବା ବେଳେ ଡିଜେଲ ଦର ୧୦ ପଇସା ବଢିଛି। ନଭେମ୍ବର ୯ ପରଠାରୁ ପେଟ୍ରୋଲ ଦରରେ ଏଭଳି ବୃଦ୍ଧି ପରିଲକ୍ଷିତ ହେଉଛି। ଗତ ଗୋଟିଏ ମାସ ମଧ୍ୟରେ ପେଟ୍ରୋଲ ଦର ମୋଟ ୨.୩୦ ଟଙ୍କା ବଢିଛି। ସୌଦି ଆରବର ଆରାମକୋ ତୈଳ ଫିଲ୍ଡ ଉପରେ ଡ୍ରୋନ ଆକ୍ରମଣ ହେବା ପରେ ଇନ୍ଧନ ଦର ହଠାତ ବୃଦ୍ଧି ଘଟିଥିଲା। ଏହାପରେ ଏଥିରେ ସାମାନ୍ୟ ବିରତି ଲାଗି ଥିଲା। ଏହା ୭୪.୬୧ ଟଙ୍କାରୁ ୭୨.୬୦ ଟଙ୍କାକୁ ଖସିଥିଲା। ମାତ୍ର ନଭେମ୍ବର ୯ ପରେ ପୁଣିଥରେ ବୃଦ୍ଧି ହୋଇଥିବା ଦେଖାଯାଇଛି। ଏହି ସମୟ ମଧ୍ୟରେ ଡିଜେଲ ଦର ୬୭ ଟଙ୍କା ଛୁଇଁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାରୁତି ସୁଜୁକି ନୂଆ ବାଲେନୋର ବଜାର ପ୍ରବେଶ

ଭୁବନେଶ୍ୱର,୯ା୯: ମାରୁତି ସୁଜୁକି ଇଣ୍ଡିଆ ପ୍ରସ୍ତୁତ ବାଲେନୋର ନୂତନ ଭର୍ସନ ମଙ୍ଗଳବାର ରାଜଭବନ ନିକଟସ୍ଥ ନେକ୍ସା(ନାରାୟଣୀ ମୋଟର୍ସ) ଏବଂ ହଂସପାଳ ଶୋ’ରୁମ୍‌ରେ ଉନ୍ମୋଚନ କରାଯାଇଛି। ଏହି ନୂତନ…

ଓମ୍‌ଫେଡ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଦୁଗ୍ଧଚାଷୀଙ୍କୁ ଲିଟର ପ୍ରତି ୨ ଟଙ୍କା ଅଧିକ ମିଳିବ

ଭୁବନେଶ୍ୱର,୯ା୯: ରାଜ୍ୟର ଦୁଗ୍ଧଚାଷୀମାନଙ୍କ ଜୀବିକା, ଆୟ ଓ ସ୍ବାର୍ଥକୁ ପ୍ରାଥମିକତା ଦେଇ ଓମ୍‌ଫେଡ୍‌ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୧ ତାରିଖରୁ ଚାଷୀମାନଙ୍କଠାରୁ ଦୁଗ୍ଧ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ବର୍ଷକୁ ବ୍ୟାଙ୍କରେ କେତେ କ୍ୟାଶ୍‌ ଜମା କରିପାରିବେ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୮।୯: ସଞ୍ଚୟ ଖାତାରେ (Savings Account) ନଗଦ ଟଙ୍କା ଜମା କରିବା ଏକ ସାଧାରଣ ପ୍ରକ୍ରିୟା, କିନ୍ତୁ ଆପଣ ଜାଣନ୍ତି କି ଏକ ନିର୍ଦ୍ଦିଷ୍ଟ ସୀମାରୁ ଅଧିକ…

ସରିଗଲା ଡେଡ୍‌ଲାଇନ୍‌; ଏବେ ଆଉ ମିଳିବନି ସିଲିଣ୍ଡର? ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍‌ଲୀ,୮।୯: LPG ଗ୍ୟାସ ସିଲିଣ୍ଡରର ନୂଆ କନେକସନ ଉପରେ ଏବେ ମଧ୍ୟ ରୋକ ଲାଗି ରହିଛି। ଅନ୍ୟପଟେ ନିକଟରେ ସରକାରଙ୍କ ପକ୍ଷରୁ କୁହାଯାଇଥିଲା ଯେ ନକଲି କନେକସନକୁ…

Ration Card Big Update: ଅକ୍ଟୋବର ୧ରୁ ଏମାନଙ୍କର କଟିଯିବ ରାସନ କାର୍ଡ! ସେପ୍ଟେମ୍ୱର ୨୧ ସୁଦ୍ଧା ସାରନ୍ତୁ ଏହି କାମ

ନୂଆଦିଲ୍ଲୀ,୮।୯: ଯଦି ଆପଣଙ୍କ ପାଖରେ ମଧ୍ୟ ରାସନ କାର୍ଡ ଅଛି ଏବଂ ଆପଣ ଅନେକ ମାସ ଧରି ସାଧାରଣ ବଣ୍ଟନ ବ୍ୟବସ୍ଥା (PDS) ଦୋକାନରୁ ରାସନ ସାମଗ୍ରୀ…

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…

ଭାରତରେ ସୁନା ଆମଦାନୀରେ ବମ୍ପର ହ୍ରାସ, PM ମୋଦିଙ୍କ ଅପିଲ ନା ଆଉ କିଛି କାରଣ? ଜାଣନ୍ତୁ…

ନୂଆଦିଲ୍ଲୀ,୭।୯: ଭାରତରେ ସୁନାର ଚାହିଦା ଏବଂ ଆମଦାନୀକୁ ନେଇ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରକାଶିତ ତଥ୍ୟ ଅନୁସାରେ, ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri