୭୫% ଲିଭର ନଷ୍ଟ ସ୍ବୀକାର କଲେ ବିଗ୍‌ ବି

ମୁମ୍ବାଇ: ମେଗାଷ୍ଟାର ଅମିତାଭ ବଚ୍ଚନଙ୍କର ୭୫ ପ୍ରତିଶତ ଲିଭର ନଷ୍ଟ ହୋଇଯାଇଥିବା ସେ ସ୍ବୀକାର କରିଛନ୍ତି। ଏକ ଘରୋଇ ଟିଭି ଚ୍ୟାନେଲ୍‌ର ‘ସ୍ବାସ୍ଥ୍ୟ ଇଣ୍ଡିଆ ଲଞ୍ଚ୍‌’ରେ ଯୋଗଦେଇ ବିଗ୍‌ ବି କହିଲେ, ବ୍ୟକ୍ତିଗତ ସ୍ବାସ୍ଥ୍ୟ ସମ୍ପର୍କରେ ସବୁବେଳେ କହିଆସିଛି। କାରଣ ଅନ୍ୟମାନେ ବି ନିଜର ରୋଗର ଲକ୍ଷଣ ଚିହ୍ନଟ କରି ସ୍ବାସ୍ଥ୍ୟ ସଚେତନ ହୁଅନ୍ତୁ। ମୁଁ ଟିବି, ହେପାଟାଇଟିସ୍‌ ବି’ରୁ ବର୍ତ୍ତିବା ସହିତ ମୋର ଦୂଷିତ ରକ୍ତ ବଦଳାଯାଇଛି ଏବଂ ୭୫ ପ୍ରତିଶତ ଲିଭର ନଷ୍ଟ ହୋଇଯାଇଛି। ତଥାପି ୨୫ ପ୍ରତିଶତ ଲିଭର ପାଇଁ ବଞ୍ଚତ୍ରହିଛି।’
ଅମିତାଭ ବିଭିନ୍ନ ସ୍ବାସ୍ଥ୍ୟ ସଚେତନତା ଅଭିଯାନରେ ଯୋଗଦେଇ ଲୋକଙ୍କୁ ରୋଗ ପରୀକ୍ଷା କରାଇନେଇ ଚିକିତ୍ସା କରିବାକୁ ପରାମର୍ଶ ଦେଇଥାଆନ୍ତି। ଏପରି କି ତାଙ୍କୁ ଟିବି ହୋଇଥିବା ବିଷୟ ୮ବର୍ଷ ପର୍ଯ୍ୟନ୍ତ ଜାଣିପାରି ନ ଥିଲେ ବୋଲି ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିମାଣାତ୍ମକ ନା ଗୁଣାତ୍ମକ ଶିକ୍ଷା

ଥରେ ଜଣେ ରାଜନେତାଙ୍କ ସହିତ ସାକ୍ଷାତ ହେଲା। ପୂର୍ବତନ ଲୋକ ସଭା ସାଂସଦ। ବର୍ତ୍ତମାନର ସରକାରୀ ଦଳର ସେ ଜଣେ ପ୍ରତିଷ୍ଠିତ ନେତା। ବିଭିନ୍ନ ସଭା ସମିତିରେ…

ପ୍ରଣବଙ୍କ ଫାର୍ମ ହାଉସ ଜମି ମାପ ଚୁପ ଆରମ୍ଭ

ଯାଜପୁର/ଧର୍ମଶାଳା/ଚଢ଼େଇଧରା,୧୮।୨(ହର୍ଷବର୍ଦ୍ଧନ ବେହେରା/ବଟକୃଷ୍ଣ ପରିଡ଼ା/ଦିଲୀପ ପରିଡ଼ା): ସରକାରୀ ଜମି ଜବରଦଖଲ ଅଭିଯୋଗ ପରେ ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ମଙ୍ଗଳବାର ମାପଚୁପ ଆରମ୍ଭ ହୋଇଛି।…

ପାଠ ପଢ଼ାଇଲେ, ଆଡ୍‌ମିଟ୍‌ କାର୍ଡ ଦେଲେନି: ସିବିଏସ୍‌ଇ ୧୦ମ ପରୀକ୍ଷାରୁ ଛାତ୍ର ବଞ୍ଚିତ

ପାରଳାଖେମୁଣ୍ଡି,୧୮ା୨ (ଗିରିଧାରୀ ପରିଚ୍ଛା):ସିବିଏସ୍‌ଇ ମାଟ୍ରିକ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ହେଲେ ଏକ ଘରୋଇ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଗଜପତି ଜିଲା କାଶୀନଗରରେ ଜଣେ ଛାତ୍ର ପରୀକ୍ଷା…

ବୟସ ୮୦ ଟପିଲାଣି, ବୃଦ୍ଧାଙ୍କୁ ମିଳୁନି ବର୍ଦ୍ଧିତ ଭତ୍ତା

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ବୟସ ୮୦ ଟପିଲାଣି। ହାତରେ ବଙ୍କୁଲି ବାଡ଼ି ଟିଏ ଧରି ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଥିଲେ। ଆଉ ଅଭିଯୋଗ ମଧ୍ୟ କଲେ ମଧ୍ୟ ଅନୁଭବ…

୧୪ ଥର ସାକ୍ଷାତ, ୬୨ ଇମେଲ୍‌: ଏପ୍‌ଷ୍ଟିନ୍‌-ପୁରୀ ସମ୍ପର୍କର ସ୍ପଷ୍ଟୀକରଣ ମାଗିଲା କଂଗ୍ରେସ

ନୂଆଦିଲ୍ଲୀ,୧୮ା୨(ପି.ଟି.):ଆମେରିକାର ଦୋଷୀସାବ୍ୟସ୍ତ ଯୌନ ଅପରାଧୀ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ କେନ୍ଦ୍ରମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ୨୦୧୪ରୁ ୨୦୧୭ ମଧ୍ୟରେ ୧୪ ଥର ଭେଟିଥିଲେ। ଏହି ସମୟ ମଧ୍ୟରେ ଉଭୟଙ୍କ…

୩ ଘଣ୍ଟାରେ ବୈଠକ ଶେଷ, ଫଳ ଶୂନ: ଯୁଦ୍ଧ ଆଶଙ୍କା ମଧ୍ୟରେ…

ଜେନେଭା,୧୮ା୨:ଆମେରିକା-ଇରାନ ଯୁଦ୍ଧ ଆଶଙ୍କା ମଧ୍ୟରେ ଉଭୟ ପକ୍ଷଙ୍କ ଭିତରେ ଦ୍ୱିତୀୟ ପର୍ଯ୍ୟାୟ ବୈଠକ ମଙ୍ଗଳବାର ଜେନେଭାରେ ଶେଷ ହୋଇଛି। ପ୍ରାୟ ୩ ଘଣ୍ଟା ଧରି ଚାଲିଥିବା ଏହି…

କ୍ଷମା ମାଗିଲେ ଅଶ୍ୱିନ ବୈଷ୍ଣବ: କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮ା୨(ପି.ଟି.):ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌, ୨୦୨୬ର ଉଦ୍‌ଘାଟନ ଦିବସରେ ଯୋଗ ଦେଇଥିବା ଲୋକେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିବାରୁ ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର କ୍ଷମା…

ଦିବ୍ୟାଙ୍ଗଙ୍କୁ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚାଇ ଚର୍ଚ୍ଚାରେ ସୁରକ୍ଷାକର୍ମୀ

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ଜଣେ ସୁରକ୍ଷାକର୍ମୀ ଅସହାୟ ଓ ଦିବ୍ୟାଙ୍ଗଙ୍କୁ ନେଇ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚାଇ ଏବେ ସବୁଠି ଚର୍ଚ୍ଚା ଓ ପ୍ରଶଂସା ସାଉଣ୍ଟୁଥିବା ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri