ତାଳଚେର,୪ା୩(ନି.ପ୍ର.) – ତାଳଚେର ପଞ୍ଚାୟତ ସମିତି ସଭାଗୃହରେ ମଙ୍ଗଳବାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍) ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (ଏନ୍ଏସ୍ଏପି) ସମ୍ପର୍କିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ସମିତି ଅଧ୍ୟକ୍ଷ ବୃନ୍ଦାବନ ବେହେରା ଏଥିରେ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ଅଙ୍କିତା ସାହୁ ୨୦୧୯-୨୦ ଆର୍ଥିକ ବର୍ଷରେ ଏମ୍ଜିଏନ୍ଆର୍ଇଜିଏସ୍ର ସବିଶେଷ ବିବରଣୀ ଉପସ୍ଥାପନ କରିଥିଲେ। ମୋଟ୍ ୯,୬୭୨ ଜବକାର୍ଡଧାରୀଙ୍କ ମଧ୍ୟରୁ ୮୪୩ଜଣ କାମ ପାଇଁ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ୭୮୯ଜଣକୁ କାମ ଯୋଗାଇ ଦିଆଯାଇଛି। ୯ଜଣଙ୍କୁ ଶହେଦିନର କାମ ମିଳିଛି। ଉପଜିଲାପାଳ ପରେଶ ଚନ୍ଦ୍ର ନାୟକ ଏମ୍ଜିଏନ୍ଆର୍ଇଜିଏସ୍ ଏବଂ ଏନ୍ଏସ୍ଏପି ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ।
Posted inଆମ ଜିଲା ଖବର, ଢେଙ୍କାନାଳ View All
ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି
ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…
ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ
କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…
କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ
ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…
ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ
ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…
କେସିଙ୍ଗାରେ ଦଶମ-ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା
କେସିଙ୍ଗା,୩୧ା୫(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଯୋଲକୋ ସ୍ଥିତ ବୌଦ୍ଧ ମଣ୍ଡପ ଠାରେ ଚଳିତ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ୮୦ ପ୍ରତିଶତରୁ…
ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା
ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…
ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା
କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…
କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍ ଗଲେ ବିଏସ୍ଏନଏଲ୍ ସେବା ଅଚଳ
ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…
Archives

