୮ ଦଫା ଦାବିରେ କେନ୍ଦୁଝର ଇପିଏଫ୍‌ କାର୍ଯ୍ୟାଳୟ ସମ୍ମୁଖରେ କର୍ମଚାରୀଙ୍କ ଆନ୍ଦୋଳନ

କେନ୍ଦୁଝର,୨୮।୮(ସ୍ବ.ପ୍ର.): ବିଭିନ୍ନ ସମସ୍ୟାର ସମାଧାନ ସହ ୮ ଦଫା ଦାବିରେ କେନ୍ଦୁଝର ଜିଲା ଇପିଏଫ୍‌ କାର୍ଯ୍ୟାଳୟ ସମ୍ମୁଖରେ ଏହାର କର୍ମଚାରୀମାନେ ବୁଧବାର ଆନ୍ଦୋଳନରେ ବସିଛନ୍ତି। ବେତନର ଅସମାନତା ଦୂର ପାଇଁ କମିଟି ରିପୋର୍ଟ କାର୍ଯ୍ୟକାରୀ କରିବା, ସବୁ ଶ୍ରେଣୀର କର୍ମଚାରୀଙ୍କ ନିଯୁକ୍ତି ନିୟମକୁ ଗ୍ରହଣ, ୱାର୍କ ନିୟମ ଲାଗୁ, ଆନ୍ତଃ ରାଜ୍ୟ ସ୍ଥାନାନ୍ତର ନିୟମକୁ ସ୍ଥାୟୀ ନୀତିରେ ପରିବର୍ତ୍ତନ, ସହାୟକ ଆୟୁକ୍ତଙ୍କଠାରୁ ଆରମ୍ଭକରି କ୍ଷେତ୍ରୀୟ ଆୟୁକ୍ତଙ୍କ ପର୍ଯ୍ୟନ୍ତ ଆର୍ଥିକ କ୍ଷମତାକୁ ପୁନଃ ଲାଗୁ, ଖାଲିଥିବା ପଦବୀ ପୂରଣ ଆଦି ଦାବିରେ ଏକଦିବସୀୟ ପ୍ରତୀକ ଧର୍ମଘଟ ନେଇ ଅଫିସ ସମ୍ମୁଖରେ ଧାରଣା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମହାପ୍ରଭଙ୍କୁ ଅସମ୍ମାନ, ଶାଢ଼ିରେ ଜଗନ୍ନାଥଙ୍କ ଚିତ୍ର ଦେଖି ତେଜିଲା ଅସନ୍ତୋଷ

ଭୁବନେଶ୍ୱର,୧୨ା୬: ପୁଣି ମହାପ୍ରଭୁ ଜଗନ୍ନାଥଙ୍କୁ ଅସମ୍ମାନ କରାଯାଇଛି। ଶାଢ଼ିରେ ମହାପ୍ରଭୁଙ୍କ ଚିତ୍ର ଥିବା ସୋସିଆଲ ମିଡିଆରେ ବିଜ୍ଞାପନ ଭାଇରାଲ ହେଉଛି। ଶାଢ଼ି କାନିରେ ତିନି ରଥ ଓ…

ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କ ପରଲୋକ

ଗୁଣପୁର,୧୨।୬(ସଂକେତ ପାତ୍ର): ରାୟଗଡା ଜିଲା ଗୁଣପୁରର ପୂର୍ବତନ ବିଧାୟକଙ୍କ ମୃତ୍ୟୁ ହୋଇଛି। ଶୁକ୍ରବାର ଅମଡିଙ୍ଗ୍ ଗ୍ରାମର ରାମମୂର୍ତ୍ତି ଗମାଙ୍ଗଙ୍କ ଭୁବନେଶ୍ୱରରେ ଦେହାନ୍ତ ହୋଇଯାଇଛି । ସେ କିଛି…

ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା: ଜୁଲାଇ ୧୫ ସୁଦ୍ଧା ଆରମ୍ଭ ହେବ…

ନୂଆଦିଲ୍ଲୀ,୧୨।୬: ରେଳ ଟିକେଟ ବୁକ କରୁଥିବା ଲୋକଙ୍କ ପାଇଁ ଏକ ଖୁସି ଖବର। ଏକ ନୂତନ IRCTC ୱେବସାଇଟ ଖୁବ ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଲୋକମାନେ…

ଡଙ୍ଗରଗଡ଼ ଜଳପ୍ରପାତକୁ ଇକୋ-ଟୁରିଜମ ପାଇଁ ଦାବି: ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…

ଭବାନୀପାଟଣା,୧୨।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକର ଡଙ୍ଗରଗଡ଼ ଜଳପ୍ରପାତକୁ ଇକୋ-ଟୁରିଜମ (ପରିବେଶ ପର୍ଯ୍ୟଟନ) ପାଇଁ ଦାବି ହୋଇଛି। ଏନେଇ ଶୁକ୍ରବାର ଭବାନୀପାଟଣାରେ ଜଙ୍ଗଲ ଓ…

ଜେଲ୍ ୱାର୍ଡରଙ୍କ ଦବଙ୍ଗଗିରି! ବିଚ୍ ରାସ୍ତାରେ ଯୁବକଙ୍କୁ ଚାପୁଡ଼ା, ଭିଡିଓ ଭାଇରାଲ

ବ୍ରହ୍ମପୁର,୧୨।୬(ସୁବାସ ଚନ୍ଦ୍ର ପାଢ଼ୀ) : ବ୍ରହ୍ମପୁର ମଣ୍ଡଳ କାରାଗାର ମୁଖ୍ୟ ଫାଟକ ସମ୍ମୁଖରେ ଜେଲ ଓ୍ବାର୍ଡର ଜଣେ ଯୁବକଙ୍କୁ ମାଡ ମାରୁଥିବା ଭିଡିଓ ଭାଇରାଲ ହେଉଛି ।…

ଓଡ଼ିଶା ଡ୍ରାଇଭର ମହାସଙ୍ଘ, ଦେବଗଡ ଶାଖା ପକ୍ଷରୁ ଅଟୋ ରିକ୍ସା ଶୋଭାଯାତ୍ରା: ଏହିସବୁ ଦାବି ରଖିଲେ…

ଦେବଗଡ,୧୨।୬(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଡ୍ରାଇଭର ମହାସଙ୍ଘ, ଦେବଗଡ ଶାଖା ପକ୍ଷରୁ ବିଭିନ୍ନ ଦାବି ନେଇ ଆଜି ଅଟୋ ରିକ୍ସା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏଥିସହ…

ଭାରତର ଶକ୍ତି ଦେଖି ଥରହର ପାକିସ୍ତାନ: ଶେଷରେ କଲା ଗୁହାରି

ନୂଆଦିଲ୍ଲୀ,୧୨।୬: ଭାରତର ବର୍ଦ୍ଧିତ ସାମରିକ ଶକ୍ତି ଦେଖି ଥରହର ପାକିସ୍ତାନ। ପଡ଼ୋଶୀ ଦେଶ ଏତେ ବିଚଳିତ ହୋଇପଡ଼ିଛି ଖୋଲାଖୋଲି ଭାବରେ ନିଜର ଅଭିଯୋଗ ପ୍ରକାଶ କରିବା ଆରମ୍ଭ…

୪ର୍ଥ ବାଟାଲିଅନ ଆଇଆର୍‌ବିର ନୂତନ କମାଣ୍ଡାଣ୍ଟଙ୍କ ଯୋଗଦାନ, ଯବାନ-ଅନ୍ୟାନ୍ୟ ପଦାଧିକାରୀଙ୍କ ମଧ୍ୟରେ ଉତ୍ସାହ

ଦେବଗଡ,୧୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକର ବମ୍ପରଡା ସ୍ଥିତ ୪ର୍ଥ ଆଇଆର୍‌ବିର କମାଣ୍ଡାଣ୍ଟ ଭାବେ ଭବାନୀ ଶଙ୍କର ସେଠ ଯୋଗଦାନ କରଛନ୍ତି । ଭବାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri