Posted inଜାତୀୟ

୮ ଫୁଟ ୧ ଇଞ୍ଚ ଉଚ୍ଚା ଧର୍ମେନ୍ଦ୍ର ଯୋଗୀଙ୍କୁ ମାଗିଲେ ସହାୟତା

ଲକ୍ଷ୍ନୌ,୧୭।୮: ଭାରତର ସବୁଠାରୁ ଉଚ୍ଚା ବ୍ୟକ୍ତି ଧର୍ମେନ୍ଦ୍ର ନିଜ ଚିକିତ୍ସା ପାଇଁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହାୟତା ଲୋଡ଼ିଛନ୍ତି। ତାଙ୍କର ହିପ୍‌ ଟ୍ରାନ୍ସପ୍ଲାଣ୍ଟ୍‌ ଲାଗି ୮ ଲକ୍ଷ ଟଙ୍କାର ଆବଶ୍ୟକତା ରହିଛି। ସେ ଶନିବାର ଯୋଗୀଙ୍କ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ତେବେ ଯୋଗୀ ନ ଥିବାରୁ ସେ ଆର୍ଥିକ ସହାୟତା ଲାଗି ଏକ ପତ୍ର ଲେଖି କାର୍ଯ୍ୟାଳୟରେ ଦେଇଛନ୍ତି। ସୂଚନାଯୋଗ୍ୟ, ହିନ୍ଦୀରେ ଏମ୍‌ଏ ପାଶ୍‌ କରିଥିବା ଧର୍ମେନ୍ଦ୍ର ରାଜ୍ୟର ପ୍ରତାପଗଡ଼ର ବାସିନ୍ଦା।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri