୮ ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ: ବ୍ୟବସାୟୀ ଗିରଫ

ରାୟଗଡ଼ା ଅଫିସ,୧ା୫(ଡି.ଏନ୍‌.ଏ): ଲକ୍‌ଡାଉନରେ ବେଧଡ଼କ ଚାଲିଛି ଗୁଟ୍‌ଖା ବେପାର। ରାୟଗଡ଼ା ଜିଲା ଗୁଣପୁର ଗୋଲା ସାହି ଠାରେ ଥିବା ଏକ ଗୋଦାମ୍‌ରେ ବିପୂଳ ପରିମାଣରେ ଗୁଟ୍‌ଖା ଗଚ୍ଛିତ ରଖି ବେପାର ଚାଲିଥିବା ଖବର ପାଇ ଶୁକ୍ରବାର ଗୁଣପୁର ପୋଲିସ ଚଢ଼ାଉ କରିଥିଲା। ସେଠାରୁ ୮ ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ କରାଯାଇଛି। ଏହି ଘଟଣାରେ ପୋଲିସ ଗୋଲା ସାହିର ବ୍ୟବସାୟୀ ଭି. ମୂରଲିକ୍ରିଷ୍ଣାଙ୍କୁ ଗିରଫ କରିଥିବା ଏସ୍‌ପି ଶ୍ରବଣା ବିବେକ ଏମ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେକରେ ଗାମୁଛା ବାନ୍ଧି ଘରେ ଝୁଲିପଡ଼ିଲେ ଯୁବକ, ପୁଅକୁ ହରାଇ ମା-ବାପା…

ଝରିଗାଁ,୨୮ା୫(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାର ରବିନ ମଣ୍ଡଳଙ୍କ ପୁଅ ଶୁଭେନ୍ଧୁ (୨୭) ନିଜ ଘରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା…

ମଝି ନଦୀରେ ବୁଡ଼ିଗଲା ଡଙ୍ଗା: ୧୪ ରୁ ୧୫ ଜଣ କରୁଥିଲେ ଯାତ୍ରା

ପାଟନା,୨୮।୫: ପାଟନା ଜିଲାର ଉମାନାଥ ଗଙ୍ଗା ଘାଟରେ ଏକ ମର୍ମନ୍ତୁଦ ଡଙ୍ଗା ଦୁର୍ଘଟଣା ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି। ଚାଷୀମାନେ ଦିଆରା ଅଞ୍ଚଳକୁ ଜୀବିକା ନିର୍ବାହ ପାଇଁ…

ଇଦ୍‌-ଉଜ୍‌-ଜୁହାରେ ଏମିତି ମେସେଜ୍‌ ଦେଲେ ପ୍ରଧାନମନ୍ତ୍ରୀ: ଆମ ସମାଜରେ…

ନୂଆଦିଲ୍ଲୀ,୨୮।୫: ସାରା ଦେଶରେ ଆଜି ଇଦ୍‌-ଉଜ୍‌-ଜୁହା ପର୍ବ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଅବସରରେ ନାଗରିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ‘ଏକ୍ସ’ ରେ ଏକ…

ଗାଁ ମୁହାଁ ହାତୀ: ଭୟରେ ଗାଁ ଲୋକେ

ବାଙ୍କୀ,୨୮/୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ଜାତ ମୁଣ୍ଡିଆଠାରେ କାଲି ରାତିରୁ ୪ ଟିକିଆ ହାତୀପଲ ବୁଲୁଥିବା ଦେଖି ଅଞ୍ଚଳବାସୀ ଭାୟଭୀତ ଅବସ୍ଥାରେ ଅଛନ୍ତି ।…

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା: ଖସାଇଲା ଡ୍ରୋନ୍‌

ଓ୍ବାଶିଂଟନ୍‌,୨୮।୫: ଆମେରିକୀୟ ସେନା ପୁଣି ଥରେ ଇରାନରେ ବଡ଼ ଧରଣର ସାମରିକ ଆକ୍ରମଣ କରିଛି। ଆମେରିକୀୟ ଅଧିକାରୀଙ୍କ ଅନୁଯାୟୀ, ଏହି ରାତାରାତି ଆକ୍ରମଣ ସେହି ସାମରିକ ଘାଟିଗୁଡ଼ିକୁ…

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri