Posted inଜାତୀୟ

୮୦ ଦିନ ପରେ ବଢିଲା ପେଟ୍ରୋଲ, ଡିଜେଲ ଦର

ନୂଆଦିଲ୍ଲୀ,୭।୬: ପେଟ୍ରୋଲ ଏବଂ ଡିଜେଲର ଲିଟର ପିଛା ୬୦ ପଇସା ଲେଖାଏ ବୃଦ୍ଧି ପାଇଛି। ଅନ୍ତର୍ଜାତୀୟ ବଜାରରେ ବ୍ରେଣ୍ଟ ଅଶୋଧିତ ତେଲର ଦାମ ବ୍ୟାରେଲ ପିଛା ୪୦ ଡଲାରରୁ ଊର୍ଦ୍ଧ୍ୱକୁ ବଢ଼ିବାରୁ ପେଟ୍ରାଲ ଏବଂ ଡିଜେଲ ଦରରେ ବୃଦ୍ଧି ଘଟିଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ୮୦ ଦିନ ପରେ ଅଏଲ ମାର୍କେଟିଂ କମ୍ପାନୀ ତେଲର ମୂଳ ଦରରେ ପରିବର୍ତ୍ତନ କରିଛନ୍ତି। ଶେଷଥର ମାର୍ଚ୍ଚ ୧୬ରେ ତେଲ ଦର ପରିବର୍ତ୍ତନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମୋଦି ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ କ୍ୟାବିନେଟରେ ବଡ଼ ନିଷ୍ପତ୍ତି, ମେଟ୍ରୋ….

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ବୁଧବାର କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ବିଧାୟିକାଙ୍କ ହସ୍ତକ୍ଷେପ ପରେ ମିଳିଲା ମୁଖ୍ୟମନ୍ତ୍ରୀ ରିଲିଫ ସହାୟତା

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ବିଭିନ୍ନ କାରଣରୁ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କୁ ସରକାରୀ ସହାୟତା ମିଳିବାରେ ବହୁ ବିଳମ୍ବ ହୋଇଥାଏ। କିନ୍ତୁ ସ୍ଥାନୀୟ…

ରାହୁଲଙ୍କ ହାତ ଧରିବ ଟିଏମସି, ମମତା ହେବେ ଉପାଧ୍ୟକ୍ଷ, ଡିଲ୍‌ ଫାଇନାଲ!

କୋଲକାତା,୧୦।୬: କଂଗ୍ରେସରେ ଟିଏମସି (TMC) ର ମିଶ୍ରଣକୁ ନେଇ ଚର୍ଚ୍ଚା ଜୋର ଧରିଛି। ମିଳିଥିବା ସୂଚନା ଅନୁସାରେ, ସୋନିଆ ଗାନ୍ଧୀଙ୍କ ପକ୍ଷରୁ ମିଳିଥିବା ପ୍ରସ୍ତାବ ଉପରେ ମମତା…

ସରକାରୀ ସହାୟତା ଯୋଗାଇବା ନାଁରେ ଦଲାଲ ଠକି ନେଇଥିଲେ ଟଙ୍କା , ଥାନାରେ ଫେରାଇ…

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଜନୈକ ମହିଳାଙ୍କଠାରୁ ଓ ବିଭିନ୍ନ ଅଞ୍ଚଳର ଲୋକମାନଙ୍କଠୁ ସରକାରୀ ସହାୟତା ଯୋଗାଇ ଦେବା ନାମରେ ପୌରକେଲା ଗ୍ରାମର ହଜାରୁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ରେକର୍ଡ ଦେଖି ଏମିତି କହିଦେଲେ ମେଲୋନି: ସରା ବିଶ୍ୱରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ଭାବରେ ନରେନ୍ଦ୍ର ମୋଦି ଦୀର୍ଘ ଦିନ ଧରି ନିରନ୍ତର କାର୍ଯ୍ୟକାଳ ପାଇଁ ଏକ ରେକର୍ଡ ସ୍ଥାପନ କରିଛନ୍ତି। ବୁଧବାର କେନ୍ଦ୍ର ସରକାରଙ୍କ ମୁଖ୍ୟ ଭାବରେ…

ମୋଦିଙ୍କୁ ନେଇ ଏମିତି ଲେଖିଲେ ରାଘବ ଚଢା, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ୧୨ ବର୍ଷରୁ ଅଧିକ ସମୟ ପାଇଁ କାର୍ଯ୍ୟ କରିଛନ୍ତି। ଏହା ସହିତ, ସେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ…

ବ୍ରାଉନସୁଗାର ସହ ନଗଦ ଟଙ୍କା ଜବତ, ଜଣଙ୍କୁ ଗିରଫ କରି…

ଧାମନଗର,୧୦ା୬(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଥାନା ଆନନ୍ଦପୁର ପଞ୍ଚାୟତସ୍ଥିତ ବୈତରଣୀ ନଦୀପୋଲ ନିକଟରୁ ଧାମନଗର ପୋଲିସ ଜଣେ ବ୍ରାଉନସୁଗାର ବିକ୍ରେତା ଙ୍କୁ ଗିରଫ କରିଛି। ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri