୮୦୦ ପ୍ରବାସୀ ଶ୍ରମିକଙ୍କୁ ନେଇ ନିର୍ଗୁଣ୍ଡି ଷ୍ଟେଶନରେ ପହଞ୍ଚିଲା ସ୍ବତନ୍ତ୍ର ଟ୍ରେନ୍‌

ଚୌଦ୍ୱାର,୨୩ା୫(ଡି.ଏନ୍‌.ଏ.): ଶନିବାର ଅପରାହ୍ନରେ ଆଉ ଏକ ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌ ପ୍ରବାସୀଙ୍କୁ ନେଇ କଟକ ଜିଲା ନିର୍ଗୁଣ୍ଡି ଷ୍ଟେଶନରେ ପହଞ୍ଚିଛି। ଆନ୍ଧ୍ରପ୍ରଦେଶ ଗୁଣ୍ଟୁରରୁ ପ୍ରବାସୀ ଓଡ଼ିଆମାନଙ୍କୁ ନେଇ ଭଦ୍ରକ ଆସିଥିବା ଏହି ଗାଡ଼ିରେ ନିର୍ଗୁଣ୍ଡି ଠାରେ କଟକ, ଜଗତସିଂହପୁର,କେନ୍ଦ୍ରାପଡ଼ା, ପୁରୀ,ଗଞ୍ଜାମ, ଅନୁଗୋଳ ଓ ଢେଙ୍କାନାଳ ଜିଲାର ପ୍ରାୟ ୮୦୦ ଯାତ୍ରୀ ଓହ୍ଲାଇଛନ୍ତି । ସେମାନଙ୍କ ସୁବିଧା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଉଛି। ଆଇନ ଶୃଙ୍ଖଳା ପରିସ୍ଥିତିକୁ ନଜର ରଖି ନିର୍ଗୁଣ୍ଡି ଷ୍ଟେଶନର ଚାରିପଟ ୧ କିଲୋମିଟର ପର୍ଯ୍ୟନ୍ତ ୧୪୪ଧାରା ଏକ ସପ୍ତାହ ହେବ ବଳବତ୍ତର ଅଛି। ଷ୍ଟେଶନ ପରିସରରେ ସେମାନେ ପହଞ୍ଚିବା ପରେ ପ୍ରଥମେ ସାନିଟାଇଜ୍‌, ପରେ ସ୍କ୍ରିନିଂ ଓ ପାଣି ବୋତଲ ଖାଦ୍ୟପୁଡ଼ିଆ ଦିଆଯିବା ସହିତ ପ୍ରଶାସନିକ ବିଧି ବ୍ୟବସ୍ଥା କରାଯାଇଛି। ପରେ ସେମାନଙ୍କ ଜିଲାରୁ ଆସିଥିବା ବସ୍‌ରେ ସେମାନଙ୍କୁ ନିଜ ଅଞ୍ଚଳର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯିବ। ଏଥିରେ କଟକ ଜିଲାର ୨୪୯ଜଣ ପ୍ରବାସୀ ଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri