୮୧ଜଣଙ୍କ ସ୍ବାବ ସଂଗ୍ରହ

ଖଇରା,୨୭।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକର ବିଭିନ୍ନ ପଞ୍ଚାୟତର କ୍ୱାରାଣ୍ଟାଇନ କେନ୍ଦ୍ରରେ ରହୁଥିବା ମୋଟ ୮୧ ଜଣଙ୍କ ନିକଟରୁ ସ୍ବାବ ସଂଗ୍ରହ କରାଯାଇଛି। ପୂର୍ବରୁ ୨୧ଜଣଙ୍କର ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ରବିବାର ସୁଦ୍ଧା ଆଉ ୬୦ଜଣଙ୍କର ପଠାଯାଇଛି।  ବାଲେଶ୍ୱର ଏବଂ ଖଇରା ମେଡିକାଲ ଟିମ୍‌ ମିଳିତ ଭାବେ ମାଖନପୁର, ଅନ୍ତରା, ଝିଙ୍କିରିଆ, କୁରୁଣ୍ଟା, ମାଣିତ୍ରୀ, ଗଗନଧୂଳି, ସୁଣ୍ଢିରା ଗଣ୍ଡିବେଡରୁ ୪୧ ଓ ଗୋବିନ୍ଦପୁର ଏବଂ ସାରୁଗାଁ ପଞ୍ଚାୟତରୁ ୧୯ଜଣଙ୍କର ସ୍ବାବ ସଂଗ୍ରହ କରି ନେଇଥିଲେ। ଏହି ସ୍ବାବକୁ ଭୁବନେଶ୍ୱର ପଠାଯିବ ବୋଲି ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ କହିଛନ୍ତି। ପୂର୍ବରୁ ଦିଆଯାଇଥିବା ୨୧ଜଣଙ୍କ ରିପୋର୍ଟ ୨ଦିନ ମଧ୍ୟରେ ପହଞ୍ଚିବ ବୋଲି ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଷ୍ଟିକ ମୁକ୍ତ ଗଞ୍ଜାମ ଲକ୍ଷ୍ୟ: ପ୍ରତି ମଙ୍ଗଳବାର ୫୦୩ ପଞ୍ଚାୟତରେ…

ଭଞ୍ଜନଗର,୧୯।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ ଅଭିଯାନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହାର ଲକ୍ଷ୍ୟ ହେଲା ପ୍ଲାଷ୍ଟିକ ମୁକ୍ତ ଗଞ୍ଜାମ ଲକ୍ଷ୍ୟ।…

ଧ୍ରୁବଙ୍କୁ ଅପହରଣ କରିନେଇଥିଲେ ଦାଦନ ସର୍ଦ୍ଦାର: ମାସେ ପରେ ଘଟିଲା…

ନୂଆପଡ଼ା,୧୯ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା ଖଡିଆଳ ଥାନା ତୁକଲା ଗଁାର ଧ୍ରୁବ ଚରଣ ଶବର(୬୫) ଅପହରଣର ମାସେ ପରେ ଆନ୍ଧ୍ରରୁ ଉଦ୍ଧାର ହୋଇଥିଲେ ମଧ୍ୟ ତାଙ୍କ ଅବସ୍ଥା…

ଘର ଉପରେ ଝୁଲୁଛି ବିପଦ:ଭୟରେ ଦିନକାଟୁଛନ୍ତି ୨ ପରିବାର

ଲୋଇସିଂହା,୧୯।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ନବଗଠିତ ଏନଏସି ଅନ୍ତର୍ଗତ ପନେସରା ଗାଁରେ ଦୀର୍ଘଦିନଧରି ଭୟରେ ଦିନ କାଟୁଛନ୍ତି ୨ଟି ପରିବାର। ଗ୍ରାମର ଗ୍ରାମପତି ଗୁଡି ନିକଟରେ ଥିବା…

ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ

ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ…

ଭିଜିଲାନ୍ସ ଜାଲରେ ପିଡବ୍ଲୁଡି ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକାଧିକ ସ୍ଥାନରେ ଚାଲିଛି ରେଡ୍

ଭବାନୀପାଟଣା,୧୯।୫(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି ଆଉ ଜଣେ ସରକାରୀ ବାବୁ। ମଙ୍ଗଳବାର ସକାଳୁ ସକାଳୁ କଳାହାଣ୍ଡି ଜିଲା ଧର୍ମଗଡ଼ ପିଡବ୍ଲୁଡି ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବିକଳ ଚିତ୍ର; ବିଦ୍ୟୁତସେବା ବ୍ୟାହତ, ରୋଗୀ ହନ୍ତସନ୍ତ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍ବାସ୍ଥ୍ୟସେବା ଭୁଷୁଡ଼ି ପଡ଼ିଛି। ଏହା ନୂଆଁ କଥା ନୁହେଁ। ବର୍ଷବର୍ଷ ଧରି ଏଠାରେ ଏହି ସମ୍ଯଯା ଲାଗି ରହିଛି। ଡାକ୍ତର ଏବଂ…

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri