Posted inଫୁରସତ

୮୪ ସେକେଣ୍ଡ୍‌ରେ ୪୯ଟି ଦେଶର ପତାକା ନାଁ କହି ବିଶ୍ୱ ରେକର୍ଡ ସୃଷ୍ଟି କଲେ ୪ ବର୍ଷର ଝିଅ

ତାମିଲନାଡୁର ଜଣେ ୪ ବର୍ଷର ଝିଅ ୮୪ ସେକେଣ୍ଡ୍‌ରେ ୪୯ଟି ଦେଶର ପତାକା ନାଁ କହି ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଚେନ୍ନାଇରେ ରହୁଥିବା ବଓ୍ବୋସିନୀ ନାମକ ଏହି ଝିଅ ଜଣକ କେବଳ ୪୯ଟି ଦେଶର ପତାକା ନୁହେଁ ସେମାନଙ୍କ ରାଜଧାନୀର ନାଁ ମଧ୍ୟ ଚଟାପଟ୍‌ କହି ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ପୂର୍ବରୁ ମାସୁମ ନାମକ ଜଣେ ୪ ବର୍ଷର ଝିଇ କେବଳ ଦେଶର ନାଁ କହି ବିଶ୍ୱ ରେକର୍ଡ କରିଥିଲେ। ମାତ୍ର ବଓ୍ବୋସିନୀ ୪୯ଟି ଦେଶର ପତାକା ନାଁ କହିବା ସହ ସେଗୁଡ଼ିକର ରାଜଧାନୀ ନାଁ ମଧ୍ୟ ଖୁବ୍‌ ଶୀଘ୍ର କହି ପୂର୍ବ ରେକର୍ଡ ଭଙ୍ଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

୨୦୨୭ ଆଇପିଏଲ୍‌ ଆଗୁଆ ହୋଇପାରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୮ା୬- ମେ’ ମାସର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହରୁ ବର୍ତ୍ତିବା ଲାଗି ବିସିସିଆଇ ଆଇପିଏଲ୍‌କୁ ଆଗୁଆ କରିବାକୁ ଯୋଜନା ଚଳାଇଛି। ଆସନ୍ତା ବର୍ଷଠାରୁ ପରବର୍ତ୍ତୀ ସଂସ୍କରଣ ଲାଗି ମାର୍ଚ୍ଚ…

ମ୍ୟାଚ୍‌ ପୂର୍ବରୁ ଟ୍ରେନିଂ କ୍ୟାମ୍ପ ପାଖରେ ଖସିଲା ଡ୍ରୋନ

ଗୁଆଡାଲାଜାରା,୧୮ା୬: ମେକ୍ସିକୋ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଦକ୍ଷିଣ କୋରିଆର ଜାତୀୟ ଫୁଟବଲ ଦଳର ଟ୍ରେନିଂ କ୍ୟାମ୍ପ ପାଖରେ ଗୁରୁବାର ଉଡ଼ୁଥିବା ଏକ ଡ୍ରୋନକୁ ମେକ୍ସିକାନ ସାମରିକ ବାହିନୀ…

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ…

ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri