Posted inଜାତୀୟ

୮୭ ବର୍ଷରେ ପାଦ ଦେଲେ ମନମୋହନ ସିଂ

ନୂଆଦିଲ୍ଲୀ,୨୬।୯: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଗୁରୁବାର ୮୭ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୩୨ ସେପ୍ଟେମ୍ବର ୨୬ରେ ପାକିସ୍ତାନର ଚକଓ୍ବାଲ ଜିଲାର ଘ ଗାଁରେ ଜନ୍ମଗ୍ରହଣ କରିଥିଲେ। ଭାରତୀୟ ଅର୍ଥବ୍ୟବସ୍ଥାକୁ ସୁଧାରିବାରେ ତାଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା। ଗାଁରେ ସେ ୧୨ ବର୍ଷ ପର୍ଯ୍ୟନ୍ତ ପାଠ ପଢ଼ିଥିଲେ। ଏହି ସମୟରେ ରାତିରେ ଡିବି ଏବଂ ଲଣ୍ଠନ ଆଲୁଅରେ ସେ ପାଠ ପଢୁଥିଲେ। ୧୯୫୭ରେ ସେ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟରୁ ଅର୍ଥଶାସ୍ତ୍ରରେ ଡିଗ୍ରୀ ହାସଲ କରିଥିଲେ। ୧୯୯୧ରୁ ୧୯୯୬ ମଧ୍ୟରେ ସେ ଦେଶର ଅର୍ଥନୀତିକୁ ଏକ ନୂତନ ରୂପ ଦେଇଥିଲେ। ତାଙ୍କ ଜନ୍ମଦିନ ଅବସରରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀଙ୍କ ସମେତ ବହୁ ରାଜନେତା ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

ମାର୍ଚ୍ଚ ୨୬ରୁ ମେ ୩୧ ମଧ୍ୟରେ ହେବ ଆଇପିଏଲ୍‌

ମୁମ୍ୱାଇ, ୧୬ା୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମି ସଂସ୍କରଣ ମାର୍ଚ୍ଚ ୨୬ରୁ ମେ ୩୧ ଓ୍ୱିଣ୍ଡୋରେ ଖେଳାଯିବ। ମାତ୍ର ଆରସିବିର ଘରୋଇ ଗ୍ରାଉଣ୍ଡ ବେଙ୍ଗାଲୁରୁରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

୭୬ ଏକର ଜାଗାରୁ ଗଞ୍ଜେଇ ଗଛ ନଷ୍ଟ

ଖଜୁରୀପଡ଼ା,୧୬ା୧୨(ବିଦୁର ବେହେରା): ବାରିକୁମ୍ପା, ସୁଡୁଲି, ଖମାର ଏବଂ ବାରିହାଗୁଡା ଜଙ୍ଗଲରେ ମଙ୍ଗଳବାର ଖଜୁରିପଡା ପୋଲିସ ଓ ଅବକାରୀ ବିଭାଗ ଚଢାଉ କରି ବେଆଇନ ଭାବେ ଚାଷ...

ଋଷିକୁଲ୍ୟା ମା’ ରାମଚଣ୍ଡୀ ପୀଠ ହେବ ତୀର୍ଥକ୍ଷେତ୍ର

ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଛତ୍ରପୁର ସଦର ମହକୁମା ନିକଟସ୍ଥ ନୀଳାଦ୍ରିପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିବାସିନୀ ମା’ ରାମଚଣ୍ଡୀଙ୍କ ପୀଠ। ଏହି...

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri