୮୯ ବଛ୍‌ରିଆ ବୁରୁଧ୍‌ ଭତାରୁ ବଁଚିତ୍‌

ମନମୁଣ୍ଡା, ୨୪।୧୦ (ଡି.ଏନ.ଏ)-
ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ବିଲାସପୁର ପଁଚେତ୍‌ ଅଧୀନ ନରସିଂହପୁର ଗଁାର ଗଣ୍ଡା ପଧାନ(୮୯)। ପରିବାର କହେଲେ ମାଏକିନା ଆର ଗୁଟେ ବଲି ଝି’କେ ନେଇ ସଁସାର। ପରିବାରଟା ନିହାତି ଗରିବ। ଦୁଖ୍‌ ସୁଖ କରି ଗଣ୍ଡା ଝି’କେ ବିହାଚୁରା କରିଛନ୍‌। ଏହେଦେ ଘରେ ବୁରୁଧ୍‌ ଦମ୍ପତି ଏକଲା ରହୁଛନ୍‌। ଡୁଂଗି ଦେଖ୍‌ବାକେ କେହି ନାଇଁ। ଝି’ ବି ବହୁତ ଦୂରେ ବିହା ହେଇଛନ୍‌। ସବୁବେଲେ ଯାଆସ କରି ନାଇଁପାରବାର। ଏନ୍‌ତାଥି ବୁରୁଧ୍‌ ଦମ୍ପତି ଭତା ଆଶ୍‌ରେ ଓ୍ବାର୍ଡମେମ୍ବର, ସମିତିସଭ୍ୟ, ସରପଁଚ୍‌କୁଁ ଗୁହାରି କରି ନିରାଶ ହେଇଥିବାର କହିଛନ୍‌। ବଏସ୍‌ ଅଧ୍‌କା ଲାଗି ଗୋଡ଼ହାତ ବି ଠିକ୍‌ ସେ ନାଇଁ ଚଲବାର। ଏନ୍‌ତାଥି ଭତାର ଲାଗି କେନ୍‌କେ ନରଦିମୁ, କାହାକେ ଆର ଗୁହାରି କରମୁ। ଭତା ମିଲ୍‌ଲେ ଟିକେ ଭଲ ସେ ଚଲିପାରତୁଁ, ନାଇଁ ମିଲ୍‌ଲେ କାଣା କରମୁ ବଲି ବୁରୁଧ୍‌ ଦମ୍ପତି ମନ୍‌ଦୁଖ୍‌ କରି କହିଥିଲେ। ଜିଲାପାଳ ଇ ବୁରୁଧ୍‌ ଦମ୍ପତି ଉପରେ ଦୁରୁଷ୍‌ଟି ଦେଇ ଯେତେ ଜଲଦି ହେବା ଭତା ଯୁଗେଇ ଦେବାକେ ବୁଧିଜୀବୀ ମହଲରେ ଦାବି ହେଉଛେ।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…

ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ରୋଜଗାର ଦେଇଛି ମୂର୍ତ୍ତି କାରିଗରୀ: ୯ ଜଣଙ୍କୁ ରୋଜଗାରର ବାଟ ଦେଖାଇଛନ୍ତି ତିରନ

କର୍ଲାମୁଣ୍ଡା,୧୪।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାଠାରୁ ୧ କିଲୋମିଟର ଦୂରରେ ରହିଛି କର୍ଲାମୁଣ୍ଡା (ବସ୍ତି)। ଏହି ଗାଁରେ ରୁହନ୍ତି ଶିଳ୍ପୀ ଟିରନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri