ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା: ପ୍ରଥମ ଥର ପାଇଁ ଛୁଇଁଲା ଏହି ଜିଲାକୁ

ଭୁବନେଶ୍ୱର, ୫।୮(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୯ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
ତେବେ ୯ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ୫ଜଣ ରହିଥିବା ବେଳେ ଗଜପତି, କେନ୍ଦୁଝର, ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏ ରହିଛନ୍ତି। ତେବେ କେନ୍ଦୁଝର ଜିଲାରେ ପ୍ରଥମ କରୋନା ମୃତ୍ୟୁ ହୋଇଛି। ଗଞ୍ଜାମ ଜିଲାରେ ଏହି ସଂଖ୍ୟା ୧୧୭ରେ ପହଞ୍ଚିଛି। ଏହାବ୍ୟତିତ ଗଜପତିରେ ୧୪, ଖୋର୍ଦ୍ଧାରେ ୩୧, ସୁନ୍ଦରଗଡ଼ରେ ୧୧ରେ ପହଞ୍ଚିଛି ମୃତ୍ୟୁ ସଂଖ୍ୟା।


Enter your email to get our daily news in your inbox.

All Right Reserved By Dharitri.Com

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର, ଭିଡିଓ ଦେଖିଲେ…

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri