୯ ଏସିପିଙ୍କ ବଦଳି

ଭୁବନେଶ୍ୱର, ୪ା୧୨(ବ୍ୟୁରୋ):କମିଶନରେଟ୍‌ ପୋଲିସ ପକ୍ଷରୁ ୯ଜଣ ଏସିପିଙ୍କ ଅଦଳବଦଳ କରାଯାଇଛି। କଟକ ଜୋନ୍‌-୧ ଏସିପି ଥିବା ମାନସ ରଞ୍ଜନ ଗଡ଼ନାୟକଙ୍କୁ ଭୁବନେଶ୍ୱର ଜୋନ୍‌-୧କୁ ବଦଳି କରାଯାଇଛି। ଭୁବନେଶ୍ୱର ଜୋନ୍‌-୧ ଏସିପି ବିଷ୍ଣୁ ପ୍ରସାଦ ପାତ୍ରଙ୍କୁ ଭୁବନେଶ୍ୱର ଜୋନ୍‌-୨କୁ ବଦଳି କରାଯାଇଛି। ସେହିଭଳି କମିଶନରେଟ୍‌ ପୋଲିସ୍‌ ମୁଖ୍ୟାଳୟରେ ଥିବା ରବୀନ୍ଦ୍ରନାଥ ଶତପଥୀଙ୍କୁ ଭୁବନେଶ୍ୱର ଜୋନ୍‌-୪କୁ ବଦଳି କରାଯାଇଥିବାବେଳେ ପ୍ରକାଶ ଚନ୍ଦ୍ର ପାଲ୍‌ଙ୍କୁ ଜୋନ୍‌-୬କୁ ବଦଳି କରାଯାଇଛି। ଭୁବନେଶ୍ୱର ଜୋନ୍‌-୪ରେ ଥିବା ଅମରେନ୍ଦ୍ର ପଣ୍ଡାଙ୍କୁ କଟକ ଜୋନ୍‌-୧କୁ ବଦଳି କରାଯାଇଛି। ଭୁବନେଶ୍ୱର ଜୋନ୍‌-୬ରେ ଥିବା ତରୁଣ କୁମାର ଦାସଙ୍କୁ ସିପି ମୁଖ୍ୟାଳୟକୁ ବଦଳି କରାଯାଇଛି। କମିଶନରେଟ୍‌ ମୁଖ୍ୟାଳୟ ଏସିପି (କ୍ରାଇମ୍‌) ପି. ଚନ୍ଦ୍ର ବଡ଼ଜେନାଙ୍କୁ କଟକ ଜୋନ୍‌-୩କୁ ବଦଳି କରାଯାଇଛି। ପୋଲିସ୍‌ କମିଶନରେଟ ମୁଖ୍ୟାଳୟରେ ଥିବା ଅନିଲ କୁମାର ବେଉରିଆଙ୍କୁ କଟକ ଡିଆଇବିକୁ ବଦଳି କରାଯାଇଛି। ଭୁବନେଶ୍ୱର ଜୋନ୍‌-୨ରେ ଥିବା ସୁବାସ ଚନ୍ଦ୍ର ପଣ୍ଡା ସିପି ମୁଖ୍ୟାଳୟକୁ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

ଭଞ୍ଜନଗରରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ, କୁଲାଡରେ ଗୁହାଳ ଘର ଭୁଶୁଡ଼ି ୧୫ରୁ ଅଧିକ ଛେଳି ମୃତ

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ଦିନ ହେବ ଅପରାହ୍ନ ଏବଂ ରାତିରେ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

ଜିଆର୍‌ପି କନଷ୍ଟେବଳ ସୌମ୍ୟ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୬ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୭।୮: ଚର୍ଚ୍ଚିତ ଜିଆର୍‌ପି (GRP) କନଷ୍ଟେବଳ ସୌମ୍ୟ ରଞ୍ଜନ ମହାପାତ୍ର ହତ୍ୟା ମାମଲାରେ କୋର୍ଟଙ୍କ ପକ୍ଷରୁ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି। ଏହି ମାମଲାରେ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri