Posted inରାଜ୍ୟ

୯ ଖଣି ନିଲାମ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୨୦ା୧୦(ବ୍ୟୁରୋ)- ରାଜ୍ୟର ୯ଟି ଖଣି ନିଲାମୀ ପାଇଁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ୭ ଲୁହାପଥର, ଗୋଟିଏ ମାଙ୍ଗାନିଜ୍‌ ଏବଂ ଗୋଟିଏ ଲୁହା ପଥର ଓ ମାଙ୍ଗାନିଜ ମିଶ୍ରିତ ଖଣି ରହିଛି। ସେହି ଖଣିଗୁଡିକ ହେଲା-ପୁରହେଇବାହାଲ, ଚାନ୍ଦିପୋଷୀ, ରେଙ୍ଗାଲବରହା ଉତ୍ତର-ପୂର୍ବ, ଗନ୍ଧଳପଦା, ନେତ୍ରବନ୍ଧ ପାହାଡ(ପଶ୍ଚିମ), ଧୋଲତା ପାହାଡ, ଜୁମ୍‌କା ପାଥ୍ରିପୋଷୀର ଲୁହାପଥର ଖଣି। ସେହିପରି କାଳିମାଟି ମାଙ୍ଗାନିଜ ଖଣି ଏବଂ ଉଞ୍ଚାବାଲି ଲୁହାପଥର ଓ ମାଙ୍ଗାନିଜ୍‌ ଖଣି ନିଲାମୀ ହେବ। ପ୍ରତ୍ୟେକ ଖଣିର ଟେଣ୍ଡର ଦେୟ ୫ ଲକ୍ଷ ଟଙ୍କା ରହିଛି। ୱେବସାଇଟ୍‌ ଜରିଆରେ ଇ-ଅକ୍ସନ ପ୍ରକ୍ରିୟା ଦ୍ୱାରା ହେବାକୁ ଥିବା ଟେଣ୍ଡର କ୍ରୟର ଶେଷ ତାରିଖ ଚଳିତ ନଭେମ୍ବର ୨୯ ପର୍ଯ୍ୟନ୍ତ ରଖାଯାଇଛି। ସେହିପରି ନିଲାମୀ ସମ୍ପର୍କିତ ବିଡ୍‌(ପ୍ରକ୍ରିୟା) ଡିସେମ୍ବର ୪ ଯାଏ ରଖାଯାଇଛି। ଚଳିତ ମାସରେ ୧୫ ଦିନ ମଧ୍ୟରେ ତୃତୀୟ ଥର ପାଇଁ ନିଲାମ ପ୍ରକ୍ରିୟା ଲାଗି ଆବେଦନ ଆହ୍ବାନ କରାଯାଇଛି। ଚଳିତ ମାସ ୪ ଏବଂ ୧୪ରେ ଖଣି ନିଲାମୀ ନେଇ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…

ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍‌ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼…

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

ପୁରୁଣା ବଜାର ଅଞ୍ଚଳକୁ ଓଏମ୍‌ସି ଖଣି ପ୍ରଭାବିତ ଅଞ୍ଚଳରେ ସାମିଲ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଟିରେ ଥିବା ଓଡ଼ିଶା ଖଣି ନିଗମର ଗନ୍ଧମାର୍ଦ୍ଦନ ଲୌହ ଖଣି କାର୍ଯ୍ୟ ଦ୍ବାରା ପ୍ରଭାବିତ ହେଇଥିବା କେନ୍ଦୁଝର ପୁରୁଣା…

ଦେବଗଡ଼ ଜିଲା ପାଇଁ ଗୌରବ: ପଞ୍ଚମ ଶ୍ରେଣୀ ଭାଷା ମହକ ବହିରେ ସ୍ଥାନ ପାଇଲା ‘ପ୍ରଧାନପାଟ’ ବିଷୟବସ୍ତୁ

ଦେବଗଡ଼,୧୭।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀଭାବେ ଓଡ଼ିଶା ତଥା ରାଜ୍ୟ ବାହାରେ ସୁପରିଚିତ ତଥା ପ୍ରସିଦ୍ଧ ଲାଭ କରିଛି।…

ବ୍ରିଜ କାନ୍ଥକୁ ପିଟି ହୋଇ ଓଲଟି ପଡିଲା CRPF ବାଟାଲିଅନ ଗାଡ଼ି, ୨ ଗୁରୁତର

ଅତାବିରା, ୧୭।୪(ଯୁଧିଷ୍ଠିର ମହାପାତ୍ର ): ଦୁର୍ଘଟଣା ଗସ୍ତ ହେଲା CRPF ବାଟାଲିଅନ ଗାଡ଼ି । ସମ୍ବଲପୁର ବରଗଡ଼ ୫୩ନଂ ଜାତୀୟ ରାଜପଥ ଅତାବିରା ଦମଦମା ପୋଲ ଉପରେ…

ଡିଏଭି ବେଦାନ୍ତ ଅନ୍ତର୍ଜାତୀୟ ବିଦ୍ୟାଳୟର ସଫଳତା, ୯୮% ରଖି ପ୍ରିୟାଂଶୁ ମହାରଣା ପ୍ରଥମ

ଲାଞ୍ଜିଗଡ,୧୭।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଛାତ୍ରୀଛାତ୍ର ସିବିଏସଇ ଦଶମ ପରୀକ୍ଷାରେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି। ବୁଧବାର ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri