୯ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦।୭(ବ୍ୟୁରୋ): ମନ୍‌ସୁନ୍‌ ଟ୍ରଫଲାଇନ୍‌ ପ୍ରଭାବରେ ମଙ୍ଗଳବାର ରାଜ୍ୟର କେତୋଟି ସ୍ଥାନରେ ସ୍ବଳ୍ପ ବର୍ଷା ହେବ। ଏଥିସହ ୯ଟି ଜିଲାରେ ପ୍ରବଳ ବର୍ଷା ହେବାର ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲାଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ବରଗଡ଼, ନୂଆପଡ଼ା, ନବରଙ୍ଗପୁର, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଦେବଗଡ଼। ତେବେ ଅଗଷ୍ଟ ପହିଲାରୁ ସାରା ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହା ଖୋଜୁଛନ୍ତି ବନ୍ୟା ବିପନ୍ନ

ଭୁବନେଶ୍ୱର,୧ା୮ (ରବିନାରାୟଣ ଜେନା): ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ବଡ଼ ବିପର୍ଯ୍ୟୟ ସୃଷ୍ଟି କରିଛି। ଉତ୍ତରରୁ ପଶ୍ଚିମ ଏବଂ ଉପକୂଳ ଓଡ଼ିଶାରେ ବନ୍ୟା ଯୋଗୁ ୭ଲକ୍ଷରୁ ଊର୍ଦ୍ଧ୍ୱ…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

କାନପୁର ପ୍ରକଳ୍ପର କପର ଡ୍ୟାମ୍‌ ଭାଙ୍ଗିଲା: ତଳିଆ ଅଞ୍ଚଳକୁ ସତର୍କ ସୂଚନା

ଯୋଡ଼ା/ ଚମ୍ପୁଆ, ୧ା୮(ମାନସ ମହାନ୍ତି/ମହେଶ୍ୱର ଦାସ): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ରେ ନିର୍ମାଣାଧୀନ କାନପୁର ପ୍ରକଳ୍ପର ଅସ୍ଥାୟୀ ମାଟିବନ୍ଧ ବା କପର ଡ୍ୟାମ୍‌ଟି ଲଗାଣ ବର୍ଷା ଫଳରେ…

୨୦୦ ଟଙ୍କା ଶସ୍ତା ହେଲା LPG ସିଲିଣ୍ଡର ଦାମ, ଜାଣନ୍ତୁ କେଉଁ ସହରରେ କେତେ କମିଲା…

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ହୋଟେଲ, ରେଷ୍ଟୁରାଷ୍ଟ ଏବଂ ଅନ୍ୟାନ୍ୟ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ ଏଲପିଜି ସିଲିଣ୍ଡରର ମୂଲ୍ୟ…

୫ ଯାଏ ବର୍ଷା, ନଦୀ ଜଳସ୍ତର ଆହୁରି ବଢ଼ିବ

ଭୁବନେଶ୍ୱର, ୧ା୮(ବନ୍ଦନା ସେଠୀ): ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…

କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ…

ସାଙ୍ଗମାନଙ୍କ ସହ ଶୋଇଥିଲେ, ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଅଞ୍ଚଳରେ…

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତର ବାର୍ଷିକୋଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାପ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri