୯ ଜୁଆଡି ଗିରଫ, ୧୯ହଜାର ଟଙ୍କା ଜବତ

ହିଞ୍ଜିଳିକାଟୁ,୨୪ା୫(ଡ଼ି.ଏନ୍‌.ଏ.)- ହିଞ୍ଜିଳିକାଟୁ ପୌରାଞ୍ଚଳ ଥାନାସାହି ନିକଟରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ରବିବାର ହିଞ୍ଜିଳିକାଟୁ ପୋଲିସ ଚଢ଼ାଉ କରିଥିଲା। ସେଠାରୁ ୯ ଜୁଆଡିଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ୧୯ହଜାର ୨ଶହ ଟଙ୍କା ଓ ତାସ ମୁଠା ଜବତ କରିଛି। ଏନେଇ ନଂ.୧୬୬/୨୦ରେ ମାମଲା ରୁଜୁ ହୋଇଥିବା ଥାନା ଅଧିକାରୀ ଅଭିମନ୍ୟୁ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri