୯ ତାରିଖରେ ୯ ଜିଲାର ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର, ୭।୧୧(ବ୍ୟୁରୋ)-ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ’କୁ ଦୃଷ୍ଟିରେ ରଖି ୯ଟି ଜିଲାର ସ୍କୁଲ, କଲେଜ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ୯ ତାରିଖରେ ଛୁଟି ଘୋଷଣା କରାଯାଇଛି। ସେହି ଜିଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡା, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ମୟୂରଭଞ୍ଜ ଓ ଯାଜପୁର। ଗୁରୁବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ବାତ୍ୟା ପ୍ରସ୍ତୁତି ବୈଠକ ପରେ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆରସି) ପ୍ରଦୀପ କୁମାର ଜେନା ଏହି ସୂଚନା ଦେଇଛନ୍ତି। ତେବେ ଶୁକ୍ରବାର ବର୍ଷା ଓ ପବନର ଗତିକୁ ଦେଖି ଜିଲା ପ୍ରଶାସନ ଶିକ୍ଷାନୁଷ୍ଠାନ ବନ୍ଦ ନିଷ୍ପତ୍ତି ନେବାକୁ ଜିଲାପାଳଙ୍କୁ କୁହାଯାଇଛି। ପ୍ରଭାବିତ ହେବାକୁ ଥିବା ୯ ଜିଲାରେ ୨ଟି ଲେଖାଏ ଓଡ୍ରାଫ ଟିମ୍‌ ଏବଂ ଗୋଟିଏ ଲେଖାଏ ଏନ୍‌ଡିଆରଏଫ୍‌ ଟିମ୍‌କୁ ପଠାଯାଇଛି। ଏସବୁ ଜିଲାରେ ଅଗ୍ନିଶମ ବିଭାଗକୁ ସଜାଗ ରଖାଯାଇଛି ବୋଲି ବୈଠକରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

‘ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନିଅନ୍ତୁ, ନଚେତ୍ କଥା ଆପଣଙ୍କ ଇସ୍ତଫା ପର୍ଯ୍ୟନ୍ତ ଯିବ’: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖୋଲା ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୩ା୭: କକ୍ରୋଚ ଜନତା ପାର୍ଟି (ସିଜେପି)ର ସଂସ୍ଥାପକ ଅଭିଜିତ ଦୀପକେ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଦିଲ୍ଲୀର ଜନ୍ତରମନ୍ତରକୁ ଏକ ‘ୱାର୍…

ଛାତ୍ରମାନେ ଏକା ନୁହଁନ୍ତି… ଇଣ୍ଡିଆ ବ୍ଲକ ବୈଠକ ପରେ ରାହୁଲଙ୍କ ସହ ବିରୋଧୀ ଏମପି ଗଲେ ଗାନ୍ଧୀ ସ୍ମୃତି

ନୂଆଦିଲ୍ଲୀ,୨୩।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଗୁରୁବାର ଇଣ୍ଡିଆ ବ୍ଲକର ଏକ ବୈଠକ ଡକାଯାଇଥିଲା। NEET ପେପର୍‌ ଲିକ ପ୍ରସଙ୍ଗ ଉପରେ ଆଲୋଚନା କରିବା…

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ…

ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…

ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…

ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ…

ସୁନାବେଶକୁ ନେଇ ବଡ଼ ସୂଚନା, ସବୁଠୁ ବଡ଼ ଚ୍ୟାଲେଞ୍ଜ ହେବ…

ପୁରୀ,୨୩।୭: ଶୁକ୍ରବାର ପବିତ୍ର ବାହୁଡ଼ାଯାତ୍ରା। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରଥଯାତ୍ରା ପରିଚାଳନା…

ବରଗଡ଼ ଉପକଣ୍ଠ ରାଜପଥରେ ରାହାଜାନୀ, ୩ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ରାଜପଥରେ ରାହାଜାନୀ ତଥା ବିଭିନ୍ନ ସ୍ଥାନରେ ଲୁଟପାଟ୍ ଅଭିଯୋଗ ହୋଇ ଆସୁଥିଲା । ଏହି ଘଟଣାରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri