Posted inଜାତୀୟ

୯ ବର୍ଷର ବାଳିକା ହେଲେ ‘ ଚିଫ୍‌ ମିନିଷ୍ଟରର୍ସ ଗ୍ରୀନ ମଣିପୁର ମିଶନ’ର ଆମ୍ବାସାଡର

କାକଚିଙ୍ଗ,୧୦।୮: ମଣିପୁର କାକଚିଙ୍ଗ ଜିଲାର ହିୟାଙ୍ଗଲମ୍‌ ମାଖା ଲେଇକାଇର ୯ ବର୍ଷୀୟା ବାଳିକା ଭାଲେଣ୍ଟିନା ଏଲାଙ୍ଗବମଙ୍କୁ ‘ ଚିଫ୍‌ ମିନିଷ୍ଟରର୍ସ ଗ୍ରୀନ ମଣିପୁର ମିଶନ’ର ଆମ୍ବାସାଡର କରାଯାଇଛି। ରାସ୍ତା ନିର୍ମାଣ ପାଇଁ କିଛି ଗଛ କଟାଯିବା ପରେ ଏହାକୁ ଦେଖି ଭୋଭୋ ହୋଇ କାନ୍ଦିଥିଲେ ବାଳିକା ଜଣକ। ଏହାର ଏକ ଭିଡିଓ ଭାଇରାଲ ହେବା ପରେ ତାଙ୍କୁ ‘ ଚିଫ୍‌ ମିନିଷ୍ଟରର୍ସ ଗ୍ରୀନ ମଣିପୁର ମିଶନ’ର ଆମ୍ବାସାଡର କରି ଦିଆଯାଇଛି। ଭବିଷ୍ୟତରେ ଜଣେ ବନ୍ୟ ଅଧିକାରୀ ହେବାକୁ ଲକ୍ଷ୍ୟ ରଖିଥିବା ଭାଲେଣ୍ଟିନା କହିଛନ୍ତି ଗଛ କାଟିଦେବା ତାଙ୍କୁ ବହୁତ କଷ୍ଟ ଦେଇଛି। କାରଣ ୪ ବର୍ଷ ପୁର୍ବେ ସେ ଏସବୁ ଗଛ ଲଗାଇବା ସହ ନିଜ ଭାଇ ଭଳି ସ୍ନେହ ଦେଇ ସେ ଏଗୁଡିକର ଯତ୍ନ ନେଇଥିଲେ। ଆଉ ସ୍କୁଲରୁ ଫେରିବା ପରେ ଏହି ଗଛ ଗୁଡିକ କଟା ଯାଇଥିବା ଦେଖି ସେ ନିଜର କୋହ ସମ୍ଭାଳି ପାରି ନ ଥିବା କହିଛନ୍ତି। ଭବିଷ୍ୟତରେ ଜଣେ ବନ୍ୟ ଅଧିକାରୀ ହୋଇ ସେ ଉଜୁଡି ଯାଇଥିବା ପାର୍ବତ୍ୟାଞ୍ଚଳରେ ବୃକ୍ଷ ରୋପଣ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଦ ଛୁଇଁ ନୁହେଁ, କୋହଲିଙ୍କୁ ଦେଖି ଏମିତି କାମ କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୬:ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର IPL 2026 ଫାଇନାଲ ଜିତିବା ପରେ ବୈଭବ ସୂର୍ଯ୍ୟବଂଶୀ ବିରାଟ କୋହଲିଙ୍କୁ ଭେଟିଥିଲେ। ଗୁଜରାଟ ଟାଇଟାନ୍ସ ବିପକ୍ଷରେ RCBର ଫାଇନାଲ ମ୍ୟାଚ ଦେଖିବା…

ଆଜିଠାରୁ ଲାଗୁ ହେଲା ସିଲିଣ୍ଡର ବୁକିଂ, ଡେଲିଭରିର ନୂଆ ସିଷ୍ଟମ, ଜାଣିରଖନ୍ତୁ ନଚେତ୍‌ ହେବେ ହଇରାଣ

ନୂଆଦିଲ୍ଲୀ,୧।୬: ଭାରତର ରନ୍ଧନ ଗ୍ୟାସ ଏବଂ ପାଇପ ଲାଇନ ଗ୍ୟାସ (PNG) ଗ୍ରାହକଙ୍କ ପାଇଁ ଆଜି ଏକ ନୂତନ ଡିଜିଟାଲ ଏବଂ ଆଇନଗତ ସକାଳ ଆସିଛି। କେନ୍ଦ୍ର…

ବନ୍ୟଜନ୍ତୁ ଶିକାର ପାଇଁ ଖଞ୍ଜା ଯାଇଥିଲା ବୋମା: ଚକଡ଼ି ଦେଲେ ଘୁଷୁରୀ ଚରାଇବାକୁ ଯାଇଥିବା ଯୁବକ, ପରେ…

ଦିଗପହଣ୍ଡି,୧|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଥୁରା ଗ୍ରାମ ପୋଖରୀ ନିକଟରେ କେହି ଶିକାରୀ ବନ୍ୟଜନ୍ତୁ ଶିକାର ପାଇଁ ହାତ ବୋମା ଖଞ୍ଜିଥିଲେ। ଉକ୍ତ…

କନଫର୍ମ ଟିକେଟ ଥାଇ ବି ମିଳିଲାନି ସିଟ୍‌: ଏବେ ରେଳବାଇ ଦେବ ୨୦,୦୦୦ କ୍ଷତିପୂରଣ

ନୂଆଦିଲ୍ଲୀ,୧।୬: ନିକଟରେ ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ଅଧିକାର ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ବିହାରର ଏକ ଗ୍ରାହକ ଅଦାଲତ ଏକ ଐତିହାସିକ…

ପୂର୍ବତନ ଏମପି ବାଳଗୋପାଳ ମିଶ୍ରଙ୍କୁ ଅସମ୍ମାନ ପ୍ରସଙ୍ଗ; କୋଶଲବାଦୀ ସଙ୍ଗଠନ ପକ୍ଷରୁ ଅଭିନଵ ପ୍ରତିବାଦ, ଚୌକି ଧରି…

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପୂର୍ବତନ ଏମ୍‌ପି ତଥା ବର୍ଷିୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ…

ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ, ମାଲିକଙ୍କ ସମେତ ୩ ଅଟକ

ଢେଙ୍କାନାଳ,୧।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି…

ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଲେ ଜିଲାପାଳ, ତାଗିଦ୍‌ କରି ଅଧିକାରୀଙ୍କୁ କହିଲେ ଯଦି କିଛି ସମସ୍ୟା ଅଛି…

ଭଞ୍ଜନଗର,୧ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ସୋମବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଉପଖଣ୍ଡର ବିଭିନ୍ନ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ। ଏହି ସମୟରେ କିଛି…

‘ଦୟାକରି ମୋତେ ସିଗାରେଟ୍ ପିଆଇ ଦିଅନ୍ତୁ..’ ଏନକାଉଣ୍ଟର ପରେ ପୋଲିସକୁ ଏଭଳି କହିଲେ ଅଭିଯୁକ୍ତ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶ ପୋଲିସ ବର୍ତ୍ତମାନ ଆକ୍ସନ ମୋଡରେ ରହିବା ପରି ମନେ ହେଇଛି । ଏହି ପ୍ରୟାସ ଅନୁଯାୟୀ, ରବିବାର ବିଳମ୍ବିତ ସନ୍ଧ୍ୟାରେ ମୁଜାଫରନଗର ପୋଲିସ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri