୯/୧୧ ଓ୍ବାଲ୍ଡ୍‌ ଟ୍ରେଡ୍‌ ଟାଓ୍ବାର ଆକ୍ରମଣକୁ ପୂରିଲା ୧୮ ବର୍ଷ: ଆଫଗାନିସ୍ତାନରେ ଆମେରିକା ଦୂତାବାସ ଉପରେ ରକେଟ ମାଡ଼

କାବୁଲ,୧୧।୯: ଆମେରିକା ଓ୍ବାଲ୍ଡ୍‌ ଟ୍ରେଡ୍‌ ଟାଓ୍ବାର ଉପରେ ୧୮ ବର୍ଷ ତଳେ ୨୦୦୧ ସେପ୍ଟେମ୍ବର ୧୧ରେ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଆତଙ୍କବାଦୀମାନେ ଏକ ଯାତ୍ରୀବାହୀ ବିମାନକୁ ରକେଟ ଭଳି ବ୍ୟବହାର କରି ଓ୍ବାଲ୍ଡ୍‌ ଟ୍ରେଡ୍‌ ଟାଓ୍ବାର ଏବଂ ପେଣ୍ଟାଗନକୁ ଟାର୍ଗେଟ୍‌ କରିଥିଲେ। ଏହି ଘଟଣାରେ ୨ ହଜାର ୯ଶହ ୭୭ ଲୋକଙ୍କ ମୃତ୍ୟୁ ଘଟିଥିଲା। ଏହାର ପୂର୍ତ୍ତି ପାଳନ ଅବସରରେ ଆଫଗାନିସ୍ତାନରେ ଆମେରିକା ଦୂତାବାସ ଉପରେ ଆତଙ୍କବାଦୀମାନେ ବୁଧବାର ରକେଟ ମାଡ଼ କରିଛନ୍ତିି। ରକେଟ ଦୂତାବାସ କମ୍ପାଉଣ୍ଡ୍‌ରେ ପଡ଼ିଥିବା କୁହାଯାଉଛି। ଏନେଇ ଅଧିକ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୮ ବର୍ଷରେ ପଦାର୍ପଣ କଲା IPL: ଯେଉଁ ମଇଦାନରେ ଖେଳାଯାଇଥିଲା ପ୍ରଥମ ମ୍ୟାଚ, ଆଜି ସେଠି ଲେଖାଯିବ ଇତିହାସ

ନୂଆଦିଲ୍ଲୀ,୧୮।୪: ଇଣ୍ଡିଆନ ପ୍ରିମିୟର ଲିଗ ଆଜି ୧୮ ବର୍ଷ ପୂରଣ କରୁଛି। ଏହି ଲିଗ ଏପ୍ରିଲ ୧୮, ୨୦୦୮ରେ ଆରମ୍ଭ ହୋଇଥିଲା। ଲିଗ୍‌ର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର…

କେନ୍ଦ୍ରୀୟ କର୍ମଚାରୀ, ପେନସନଭୋଗୀଙ୍କ ପାଇଁ ବଡ଼ ଉପହାର: DA ବୃଦ୍ଧିକୁ ମଞ୍ଜୁରୀ ଦେଲେ ସରକାର, ଏଣିକି ଏତେ ବଢିବ ଦରମା

ନୂଆଦିଲ୍ଲୀ,୧୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଆଶ୍ୱସ୍ତି ମିଳିଛି। ସରକାର ମହଙ୍ଗା…

ବନ୍ଦ ହୋଇଯିବ ହର୍ମୁଜ ପ୍ରଣାଳୀ? ଫେରିଗଲା ୨୧ ଜାହାଜ, ଇରାନ ଦେଲା ବଡ଼ ଓ୍ବାର୍ଣ୍ଣିଂ

ତେହରାନ,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମୟସୀମା ନିକଟତର ହେବା ସହିତ, ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ…

ଇରାନ ସହ କଥା ହେବା ମଧ୍ୟରେ ପୁଣି ଧମକ ଦେଲେ ଟ୍ରମ୍ପ, କହିଲେ ବୁଧବାର ସୁଦ୍ଧା ଡିଲ ନ ହେଲେ…

ଓ୍ବାଶିଂଟନ,୧୮।୪: ଇରାନ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଙ୍କେତ ଦେଇଛନ୍ତି ଯେ ବର୍ତ୍ତମାନର ଯୁଦ୍ଧବିରତି ଅଧିକ ଦିନ ପର୍ଯ୍ୟନ୍ତ ରହିପାରିବ…

ଗୋଟିଏ ଦିନ ପୂର୍ବରୁ ଜଣା ନ ଥିଲା କ’ଣ ହେବ, ହେଲେ ହୋଇଛି ଗଣତନ୍ତ୍ରର ବଡ଼ ବିଜୟ: ପ୍ରିୟଙ୍କା

ନୂଆଦିଲ୍ଲୀ,୧୮।୪: କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀ ଶନିବାର ସକାଳେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମ ସମୟରେ, ସେ କହିଥିଲେ ଯେ ଶୁକ୍ରବାର ଯାହା ଘଟିଲା…

IPL 2026ରେ ଏତେ ଲକ୍ଷ ଟଙ୍କାର ଗାଡ଼ି ଉପରକୁ ଛକା ମାରିଲେ ଏହି ଖେଳାଳି ହୋଇଗଲା…

ନୂଆଦିଲ୍ଲୀ,୧୮।୪: IPL ମ୍ୟାଚଗୁଡ଼ିକରେ, ଚୌକା ଏବଂ ଛକାର ଏକ ସାଧାରଣ ଘଟଣା ହୋଇଥିଲେ ମଧ୍ୟ, କେତେକ ସମୟରେ ଏକ ନିର୍ଦ୍ଦିଷ୍ଟ ସଟ ଏତେ ସ୍ପଷ୍ଟ ଭାବରେ ଦେଖାଯାଏ…

ଇରାନ-ଆମେରିକା ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା କେବେ ଏବଂ କେଉଁଠି ହେବ? ସାମ୍ନାକୁ ଆସିଲା ସ୍ଥାନ ସହ ତାରିଖ

ତେହରାନ,୧୮।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, କୂଟନୈତିକ ପ୍ରୟାସ ତୀବ୍ର ହୋଇଛି। ଏହି ପରିପ୍ରେକ୍ଷୀରେ, ସୋମବାର (୨୦ ଏପ୍ରିଲ, ୨୦୨୬) ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଇରାନ…

କୋହଲିଙ୍କ ଫଟୋରେ ‘ଲାଇକ୍‌’ ମାରିବା ପରେ ମୁହଁ ଖୋଲିଲେ ଅଭିନେତ୍ରୀ: ମୁଁ ଏବେ ଦୁଃଖିତ…

ନୂଆଦିଲ୍ଲୀ,୧୮।୪: ଆଜିର ସମୟରେ ସୋସିଆଲ ମିଡିଆ ଏକ ଏପରି ପ୍ଲାଟଫର୍ମରେ ପରିଣତ ହୋଇଛି, ଯେଉଁଠାରେ ସାମାନ୍ୟ କାର୍ଯ୍ୟକଳାପ ମଧ୍ୟ ଏକ ବଡ଼ ସମସ୍ୟାର ରୂପ ନେଇପାରେ। ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri