୯୦୯ କଳାକାରଙ୍କୁ ମିଳିଲା ଆଗୁଆ ଭତ୍ତା

କେନ୍ଦୁଝର, ୧୧ା୪(ଡି.ଏନ୍‌.ଏ.)- କରୋନା ଲାଗି ଲକ୍‌ ଡାଉନ୍‌ ଚାଲିଥିବା ବେଳେ କେନ୍ଦୁଝର ଜିଲାର ୯୦୯ କଳାକାରଙ୍କୁ ୪ମାସର ଅଗ୍ରୀମ ଭତ୍ତା ଦିଆଯାଇଛି। ସଂସ୍କୃତି ବିଭାଗ ପକ୍ଷରୁ ଜିଲାର ଏହି କଳାକାରମାନଙ୍କୁ ମାର୍ଚ୍ଚରୁ ଜୁନ୍‌ ମାସ ପର୍ଯ୍ୟନ୍ତ ମାସକୁ ୧୨୦୦ ଟଙ୍କା ହିସାବରେ ପ୍ରତ୍ୟେକ କଳାକାରଙ୍କୁ ୪୮୦୦ ଟଙ୍କା ଲେଖାଏଁ ସେମାନଙ୍କ ଆକାଉଣ୍ଟକୁ ଅନ୍‌ଲାଇନ୍‌ ଟ୍ରାନ୍ସଫର କରାଯାଇଛି। ଜିଲା ସଂସ୍କୃତି ଅଧିକାରୀ ନଳିନୀକାନ୍ତ ସାହୁ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସରେ ହିନ୍ଦୁଧର୍ମର ଉଦାରତା ଉପରେ ଆଲୋକପାତ

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶୁକ୍ରବାର କୃଷ୍ଣ ଜନ୍ମାଷ୍ଟମୀ, ବିଶ୍ୱ ହିନ୍ଦୁ ପରିଷଦ ପ୍ରତିଷ୍ଠା ଦିବସ ଓ ଲକ୍ଷ୍ମଣାନନ୍ଦ…

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri