ଚୌଦ୍ୱାର ପୌରାଞ୍ଚଳର ସମସ୍ତ ନମୁନା ନେଗେଟିଭ୍‌

ଚୌଦ୍ୱାର,୧୧ା୭(ଡି.ଏନ୍‌.ଏ.): ଚୌଦ୍ୱାର ପୌର ଅଧିବାସୀଙ୍କ ପାଇଁ ଆଶ୍ୱସ୍ତି ଖବର ଆସିଛି। ଗତ ୮ ତାରିଖରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପୌରପାଳିକାର ସଙ୍ଗରୋଧ କେନ୍ଦ୍ର ଓ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ୧୮ ଜଣଙ୍କ ନମୁନା ପରୀକ୍ଷା ପାଇଁ ନିଆଯାଇଥିଲା। ଶନିବାର ସମସ୍ତ ନମୁନା ନେଗେଟିଭ ଆସିଥିବା ପୌର ନିର୍ବାହୀ ଅଧିକାରୀ ପବିତ୍ର ବେହେରା ସୂଚନା ଦେଇଛନ୍ତି। ଚୌଦ୍ୱାରରେ କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନଠାରୁ ଆରମ୍ଭ କରି ସ୍ଥାନୀୟ ପୌର ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। କୌଣସି ଅପପ୍ରଚାର ଓ ଗୁଜବକୁ ବିଶ୍ୱାସ ନ କରି ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ବିଭିନ୍ନ ନିୟମକୁ ମାନି ଚଳିବା ପାଇଁ ପୌରନିର୍ବାହୀ ଅଧିକାରୀ ଅଞ୍ଚଳବାସୀଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆଲୋଡ଼ନ: ବିଚ୍‌ ରାସ୍ତାରେ ଯୁବତୀଙ୍କୁ ରୋଡ ରୋମିଓଙ୍କ ଅସଦାଚରଣ, ଦେଖନ୍ତୁ VIDEO

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ଆଜିକାଲି ସୋସିଆଲ ମିଡିଆରେ ବରଗଡ଼ର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ବିଚ୍‌ ରାସ୍ତା ଉପରେ ଜଣେ ଯୁବତୀଙ୍କୁ ଅନ୍ୟଜଣେ ଯୁବକ ଅସଦାଚରଣ…

ଲଗାଣ ବର୍ଷାରେ ବେହାଲ ବାଲେଶ୍ୱର, ବୁଡ଼ିଲା ଚାଷଜମି

ବାଲେଶ୍ୱର,୨୮।୭(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ମଙ୍ଗଳବାର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ମଥାନୀ…

ଲଗାଣ ବର୍ଷାରେ ରାସ୍ତା ବେହାଲ୍‌: ଭାଙ୍ଗିଲା ଝାଟିମାଟି ଘର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପଥ ର୍ଲା ଗ୍ରାମ ପଞ୍ଚାୟତ ଅଧୀନସ୍ଥ ମାଲପଡାର ଜିତେନ ଚଣ୍ଡୀଙ୍କ ଏକ ଝାଟିମାଟି ଘର ଲଗାଣ ବର୍ଷାରେ ଗତକାଲି…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର, ଅଗଷ୍ଟ ୧ରୁ ବଦଳିବ ତତ୍କାଳ ଟିକେଟ୍ ବୁକିଂ ନିୟମ

ନୂଆଦିଲ୍ଲୀ,୨୮ା୭: ଆସନ୍ତା ଅଗଷ୍ଟ ୧ତାରିଖରୁ ବଦଳିବ ତତକାଳ ଟିକେଟ ବୁକିଂ ନିୟମ । ଭାରତୀୟ ରେଳବାଇ କାଉଣ୍ଟରରେ ତତକାଳ ଟିକେଟ୍ ବୁକ୍ କରିବା ପାଇଁ ଏକ ନୂତନ…

OSSTET-୨୦୨୬ ପରୀକ୍ଷା ତାରିଖ ଘୋଷଣା: ଏହିଦିନଠୁ ଆବେଦନ ପ୍ରକ୍ରିୟା ଆରମ୍ଭ!

କଟକ,୨୮।୭: ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ), ଓଡ଼ିଶା ପକ୍ଷରୁ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି)-୨୦୨୬ର ତାରିଖ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ବିଏସଇ…

ଅଗଷ୍ଟ ୧୩ରେ ଚାମେଲୀଙ୍କ ବିରୋଧରେ ଆସିବ ଅନାସ୍ଥା ପ୍ରସ୍ତାବ: ୨୨ ୱାର୍ଡସଭ୍ୟଙ୍କ ମଧ୍ୟରୁ ୨୧ ସଭ୍ୟାସଭ୍ୟ…

କେନ୍ଦ୍ରାପଡ଼ା/ମହାକାଳପଡ଼ା,୨୮ା୭ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ତିଖିରୀ ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ଆସନ୍ତା ଅଗଷ୍ଟ ୧୩ରେ ଅନାସ୍ଥା ପ୍ରସ୍ତାବ ଆସିବ। ଗତ…

ସିସିଟିଭିରେ କଏଦ ହେଲା ମହିଳାଙ୍କ ଚୋରି ଭିଡିଓ, ଦୋକନକୁ ଯାଇ…

ମୋହନା,୨୮।୭(ମନ୍ମଥ ମିଶ୍ର): ମୋହନାରେ କିଛିଦିନ ହେଲା ଠାକୁରାଣୀ ମନ୍ଦିରରୁ ମା’ଙ୍କ କିରଟି ସହ ଅନ୍ୟାନ୍ୟ ଜିନିଷ ଚୋରି ହୋଇଥିଲା । ଏହାସହ ପାନୀୟ ଜଳ ଯୋଗାଣ ପମ୍ପ…

ଲଗାଣ ବର୍ଷା, କେନ୍ଦୁଝରରେ ଆଜି ସମସ୍ତ ସ୍କୁଲ ଛୁଟି

ବଞ୍ଚୋ/କେନ୍ଦୁଝର,୨୮।୭(ପ୍ରଦୋଷ ବିଶ୍ୱାଳ /ନରେଶ ପଟ୍ଟନାୟକ ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ଘୋଷଣା କରାଯାଇଛି । ଜିଲାପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri