Posted inଜାତୀୟ

ବିବାଦ ବଢ଼ିଲା: କର୍ନାଟକରୁ ୮୬୫ ଗାଁ ନେବା ପ୍ରସ୍ତାବ ମହାରାଷ୍ଟ୍ର ବିଧାନସଭାରେ ପାରିତ…

ମୁମ୍ବାଇ,୨୭।୧୨ : ମହାରାଷ୍ଟ୍ର ବିଧାନସଭାରେ କର୍ନାଟକର ବେଲଗାଭି ଜିଲାର ୮୬୫ ଗାଁକୁ ମହାରାଷ୍ଟ୍ରରେ ସାମିଲ କରିବାର ଲାଗି ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସରକାର ଏକ ପ୍ରସ୍ତାବ ପାରିତ କରିଛନ୍ତି। ଏହାକୁ ବିଧାନସଭାର ସମସ୍ତ ଦଳର ସଦସ୍ୟମାନେ ସମର୍ଥନ କରିଛନ୍ତି।

ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ ଏହି ପ୍ରସଙ୍ଗରେ କହିଛନ୍ତି ଯେ, ମହାରାଷ୍ଟ୍ର ଇଞ୍ଚେ ମଧ୍ୟ ଜମି କାହାକୁ ଦିଆଯିବ ନାହିଁ। ଦୁଇ ରାଜ୍ୟର ସୀମାରେ ବାସ କରୁଥିବା ମରାଠୀ ଭାଷାଭାଷୀ ଲୋକଙ୍କ ସୁରକ୍ଷା ସୁନିଶ୍ଚିତ କରାଯିବ ବୋଲି ଶିନ୍ଦେ ବୈଠକରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri