Posted inଜାତୀୟ

ହିମାଚଳ ପ୍ରଦେଶରେ ଭୂକମ୍ପ ଝଟକା

ସିମଲା,୧୩।୫: ହିମାଚଳ ପ୍ରଦେଶର ଧର୍ମଶାଳାରେ ଶୁକ୍ରବାର ୭ଟା ୪୬ ମିନିଟରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତ୍ରୀବତା ୩.୫ ରେକର୍ଡ କରାଯାଇଛି । ଏ ନେଇ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ତେବେ ଭୂକମ୍ପ ଯୋଗୁ କୌଣସି କ୍ଷୟକ୍ଷତି ନେଇ ସୂଚନା ମିଳିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

୭୦୧୫ ଚାଷୀଙ୍କ ଧାନବିକ୍ରି ଟୋକନ BLOCKED: ସମାଧାନ ନ ହେଲେ ବିଧାୟକ, ଏମ୍‌ପିଙ୍କ ଅଫିସ ଆଗରେ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ଦିନରେ ପହଞ୍ଚିଛି । ତେବେ ଧାନ ବିକ୍ରି ପାଇଁ ଆବେଦନ କରିଥିବା…

ପୋତାଗଡ଼ ଗଡଖାଇରୁ ଆହତ ହରିଣ ଉଦ୍ଧାର, ବନ ବିଭାଗକୁ ହସ୍ତାନ୍ତର କଲେ ସ୍ଥାନୀୟ ଯୁବକ

ଗଞ୍ଜାମ,୨୩।୫(ଅନାଥ ତରାଇ ): ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗ ନିକଟରୁ ଏକ ଅସହାୟ ହରିଣକୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ପୋତାଗଡ଼…

ସୋସିଆଲ ମିଡିଆରେ ଏମିତି ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ଶିକ୍ଷକ

ନୂଆପଡ଼ା,୨୩ା୫(ମକାରୁ ବେମାଲ):ସାମାଜିକ ଗଣମାଧ୍ୟମ ଫେସ୍‌ବୁକରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ନୂଆପଡ଼ା ଜିଲାର ଜଣେ ସହକାରୀ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ସୂଚନା ମୁତାବକ, ନୂଆପଡ଼ା ଜିଲା କୋମନା ବ୍ଲକ…

ସୋରିପଡ଼ା, ଖଲିଆପଡ଼ାରେ ଜଳ ସଙ୍କଟ: ପାଣି ଟୋପେ ପାଇଁ ହନ୍ତସନ୍ତ

ନୂଆପଡ଼ା,୨୩ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ପଞ୍ଚାୟତ ସୋରିପଡ଼ା ଓ ଖଲିଆପଡ଼ାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସୂଚନା ଅନୁଯାୟୀ ସୋରିପଡ଼ା ଗଁାରେ ୫୦ରୁ…

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

ଡୋନାଲ୍ଡ ଟ୍ରମ୍ପଙ୍କ ଝିଅକୁ ହତ୍ୟା କରିବାକୁ ଉଦ୍ୟମ! ହେଲା ବଡ଼ ପର୍ଦ୍ଦାଫାଶ, ଷଡ଼ଯନ୍ତ୍ର ରଚିଥିଲା…

ଓ୍‌ବାଶିଂଟନ୍‌,୨୩।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଖବର ଆସିଛି। ପ୍ରକୃତରେ, ତାଙ୍କ ଝିଅ ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri